Masthead

ଟ୍ରାକ୍ଟର ରାଲିରେ ହିସାଂକାଣ୍ଡ: ୮୬ ପୋଲିସ କର୍ମଚାରୀ ଆହାତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଟ୍ରାକ୍ଟର ରାଲିରେ ହିସାଂକାଣ୍ଡ ଘଟଣା । ୮୬ଜଣ ପୋଲିସ କର୍ମଚାରୀ ଆହତ ହୋଇଥିବା ବେଳେ ୨୦ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ରାଲି ବେଳେ ହୋଇଥିବା ହିଂସାକାଣ୍ଡକୁ ନେଇ ୧୨ଟି ମାମଲା ରୁଜୁ କରିଛି ଦିଲ୍ଲୀ ପୋଲିସ । ସେପଟେ ପଞ୍ଜାବ, ହରିୟାଣାରେ ହାଇଆଲର୍ଟ ଜାରି କରାଯାଇଛି । ଏବଂ ସୁରକ୍ଷାକର୍ମୀଙ୍କୁ ନିୟୋଜିତ କରାଯାଇଛି । ଗୃହମନ୍ତ୍ରୀ ଅମିତ ଶାହା ଜରୁରୀ ବୈଠକ ଡାକି ସ୍ଥିତିର ସମୀକ୍ଷା କରିଥିଲେ ।

ସିଙ୍ଘୁ, ଘାଜିପୁର ଓ ଟିକ୍ରି ଅଂଚଳରେ ଇଂଟରନେଟ ସେବାକୁ ମଧ୍ୟ ବନ୍ଦ କରିଦିଆଯାଇଛି । ତେବେ ଚାଷୀମାନେ ନିଜ ଆନ୍ଦୋଳନ ଜାରି ରଖିବେ ବୋଲି କହିଛନ୍ତି । ଦିଲ୍ଲୀ ପୋଲିସ ପକ୍ଷରୁ ଫ୍ଲାଗ ମାର୍ଚ୍ଚ ମଧ୍ୟ କରାଯାଇଛି । ୧୫ ଫୋର୍ସ ଅର୍ଦ୍ଧସାମରିକ ବଳ, ୧୦ ଫୋର୍ସ ସିଆରପିଏଫ, ଓ ୫ କମ୍ପାନୀ ଫୋର୍ସକୁ ମୁତୟନ ରଖିବା ପାଇଁ ଗୃହ ବିଭାଗ ନିର୍ଦ୍ଦେଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ