Masthead

କୋଇଲା ଖଣିକୁ ନେଇ ହିଂସା

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ): ପାକିସ୍ତାନରେ ଜାତିଗତ ହିଂସା । ଡାରା ଆଡାମଖେଲ କୋହଟରେ କୋଇଲା ଖଣିକୁ ନେଇ ବିବାଦ ହୋଇଛି । ମୁହାଁମୁହିଁ ହୋଇଛନ୍ତି ୨ ଗୋଷ୍ଠୀ । କୋଇଲା ଖଣିର ସୀମାକୁ ନେଇ ଦୁଇ ଜନଜାତିଙ୍କ ମଧ୍ୟରେ ସଂଘର୍ଷ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ବୋଲି ନ୍ୟୁଜ ଏଜେନ୍ସି ପିଟିଆଇ ସୂତ୍ରରୁ ପ୍ରକାଶ ।

ଗୋଟିଏ କୋଇଲା ଖଣିରୁ କୋଇଲା ଉତ୍ତୋଳନର ଅଧିକାରକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ହିଂସା ଓ ରକ୍ତାକ୍ତ ସଂଘର୍ଷ ଘଟିଛି।କୋହହାଟ ଜିଲ୍ଲାର ପେଶୱାରଠାରୁ ପ୍ରାୟ ୩୫ କିଲୋମିଟର ଦୂର ଦକ୍ଷିଣ-ପଶ୍ଚିମ ଦିଗରେ ଥିବା ଡାରା ଆଦାମ ଖେକ ଅଞ୍ଚଳର ସନ୍ନିହେଲ ଏବଂ ଜରଗୁନ ଖେଲ ଜନଜାତିଙ୍କ ମଧ୍ୟରେ ସଂଘର୍ଷ ଘଟି ଏହି ଘଟଣା ଘଟିଛି ବୋଲି ପୋଲିସ କହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା