Masthead

ଧର୍ମକୁ ନେଇ ହିଂସା

ଉତ୍ତରପ୍ରଦେଶ (ବଡ଼ ଖବର ବ୍ୟୁରୋ): ଉତ୍ତରପ୍ରଦେଶରେ ଜଣେ ହିନ୍ଦୁ ଛାତ୍ରଙ୍କ ଘର ଉପରେ ଆକ୍ରମଣ । ସଂଖ୍ୟାଲଘୁ ଗୋଷ୍ଠୀ ପକ୍ଷରୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ପ୍ରଥମେ ଥାନା ଘେରାଉ ପରେ ହିନ୍ଦୁ ଛାତ୍ରଙ୍କ ଘର ଭଙ୍ଗାରୁଜା । ମାତ୍ର ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଂଚି ଯଥା ସମ୍ଭବ ସମାଧାନ କରିବାକୁ ଚେଷ୍ଟା କରିଥିଲା । ନବମ ଶ୍ରେଣୀରେ ପଢୁଥିବା ଦୁଇ ସମୁଦାୟର ଦୁଇ ଛାତ୍ର ପରସ୍ପର ଧର୍ମକୁ ନେଇ ନିଜ ନିଜ ସୋସିଆଲ ମିଡିଆରେ ପୋଷ୍ଟ କରିଥିଲେ । ସଂଖ୍ୟାଲଘୁ ସମୁଦାୟର ଛାତ୍ର ପ୍ରଥମେ ହିନ୍ଦୁ ଧର୍ମକୁ ନେଇ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଅପଲୋଡ କରିଥିଲେ । ଯାହାର ଉତ୍ତରରେ ହିନ୍ଦୁ ଛାତ୍ର ଜଣକ ନିଜ ସୋସିଆଲ ମିଡିଆରେ ଟିପ୍ପଣୀ ଲେଖିଥିଲେ । ତେବେ ହିନ୍ଦୁ ବାଳକଙ୍କ ଟିପ୍ପଣୀ ପରେ ସଂଖ୍ୟା ଗୋଷ୍ଠୀର ବହୁ ଲୋକ ଏକତ୍ରିତ ହୋଇ ହିନ୍ଦୁ ଛାତ୍ରଙ୍କ ଘର ଉପରେ ଆକ୍ରମଣ କରିଥିଲେ । ମାତ୍ର ପୋଷ୍ଟରେ କ’ଣ ଲେଖା ହୋଇଥିଲା ତାହା ସାମ୍ନାକୁ ଆସିନି । ତେବେ ପୋଲିସ ଉଭୟ ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି