Masthead

ରାଜଧାନୀରେ ମହିଳାଙ୍କୁ ନିର୍ମମ ହତ୍ୟା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜଧାନୀରେ ମହିଳାଙ୍କୁ ନିର୍ମମ ହତ୍ୟା । ଭୁବନେଶ୍ୱର ଭୀମଟାଙ୍ଗୀ ଅଞ୍ଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ଭୀମଟାଙ୍ଗୀ ଫେଜ୍-୧ ଅଞ୍ଚଳରେ ଏକ ଭଡ଼ା ଘର ଭିତରୁ ମହିଳାଙ୍କ ଶବ ଉଦ୍ଧାର କରାଯାଇଛି ।

ଏହାସହ ସେହି ଘରୁ ଗୁରୁତର ଅବସ୍ଥାରେ ଜଣେ ପୁରୁଷଙ୍କୁ ମଧ୍ୟ ଉଦ୍ଧାର କରାଯାଇଛି । ପରେ ଖବର ପାଇଁ ମୃତ ମହିଳାଙ୍କ ସ୍ୱାମୀ ଘଟଣାସ୍ଥଳରେ ପହଞ୍ଚି ତାଙ୍କ ପତ୍ନୀଙ୍କୁ ଚିହ୍ନଟ କରିଥିଲେ । ମୃତ ମହିଳା ତାଙ୍କ ସ୍ୱାମୀଙ୍କ ସହିତ ଏକ ଘରେ ୩ ବର୍ଷ ହେଲା ଭଡ଼ାରେ ରହିଆସୁଥିଲେ । ତାଙ୍କର ଏକ ଛୋଟ ଛୁଆ ମଧ୍ୟ ରହିଛି । ମୃତ ମହିଳାଙ୍କ ଶରୀରରେ ଏକାଧିକ କ୍ଷତାକ୍ତ ଚିହ୍ନ ଥିବା ବେଳେ ଗୁରୁତର ବ୍ୟକ୍ତି ଜଣଙ୍କ ଦେହରେ ମଧ୍ୟ କ୍ଷତ ଚିହ୍ନ ରହିଛି ଓ ସେ ବିଷ ପିଇଥିବା ମଧ୍ୟ କୁହାଯାଉଛି । ଘଟଣାସ୍ଥଳରେ ଭୁବନେଶ୍ୱର ଡିସିପି ଉମାଶଙ୍କର ଦାସ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ