ବାପା ହେଲେ ବିରାଟ

ମୁମ୍ବାଇ(ବଡ଼ ଖବର): ବାପା ହେଲେ ବିରାଟ । ଭାରତୀୟ କ୍ରିକେଟର ଅଧିନାୟକ ବିରାଟ କୋହଲି ବାପା ହୋଇଛନ୍ତି । ବିରାଟଙ୍କ ପତ୍ନୀ ତଥା ବଲିଉଡ଼ ଷ୍ଟାର ଅନୁଷ୍କା ଶର୍ମା ଆଜି ଅପରାହ୍ନରେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି । ଏହା ଷ୍ଟାର ଦମ୍ପତିଙ୍କ ପ୍ରଥମ ସନ୍ତାନ । ଏନେଇ ଆମ ‘ଜୀବନର ଏକ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି’ବୋଲି କହି ସୋସିଆଲ ମିଡ଼ିଆରେ ଖୁସିବ୍ୟକ୍ତ କରିଛନ୍ତି ବିରାଟ ।

ସୂଚନା ଅନୁଯାୟୀ ଉଭୟ ନବଜାତ ଓ ଅନୁଷ୍କା ସୁସ୍ଥ ଥିବା ଜଣା ପଡ଼ିଛି । ଶିଶୁଟି ମୁମ୍ବାଇର ଏକ ଘରୋଇ ଡାକ୍ତରଖାନାରେ ଜନ୍ମ ହୋଇଛି। ଡିସେମ୍ବର ୨୦୧୮ ରେ ବିବାହ କରିଥିବା କୋହଲି ଏବଂ ଅନୁଷ୍କା ଅଗଷ୍ଟ ୨୭ ରେ ସୋସିଆଲ ମିଡିଆରେ ଏକାଠି ଗର୍ଭବତୀ ଥିବା ଘୋଷଣା କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ