Masthead

ବିରାଟ-ଗମ୍ଭୀର ମୁହାଁମୁହିଁ , ଉଭୟଙ୍କ ଉପରେ ଲାଗିଲା ଫାଇନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଗତକାଲି ଲକ୍ଷ୍ନୌ ଏକନା ଷ୍ଟାଡିୟମରେ ଚାଲିଥିବା ଆଇପିଏଲ ମ୍ୟାଚରେ ପୁଣି ମୁହାଁମୁହିଁ ହୋଇଛନ୍ତି ବିରାଟ ଓ ଗମ୍ଭୀର । ଏମାନଙ୍କ ସମ୍ପର୍କରେ ପୁଣି ଥରେ ତିକ୍ତତା ଦେଖିବାକୁ ମିଳିଛି । ଯାହାକୁ ନେଇ ଦୁଇ ଖେଳାଳିଙ୍କୁ ଜରିମାନା କରାଯାଇଛି । ବିରାଟଙ୍କୁ ଏକ କୋଟି ସାତ ଲକ୍ଷ ଜରିମାନା ହୋଇଥିବାବେଳ ଗୌତମଙ୍କୁ ୨୫ ଲକ୍ଷ ଓ ନବୀନ୍-ଉଲ୍-ହକଙ୍କୁ ଏକ ଲକ୍ଷ ୭୯ ହଜାର ଜରିମାନ ହୋଇଛି ।

ମ୍ୟାଚ ପରେ ପରେ ଏହି ଦୁଇ ଜଣଙ୍କ ମଧ୍ୟରେ କୌଣସି କାରଣକୁ ନେଇ କଥା କଟାକଟି ଆରମ୍ଭ ହୋଇଥିଲା। ବାଙ୍ଗାଲୋରଠାରୁ ଲକ୍ଷ୍ନୌ ହାରିଯିବା ପରେ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିବା ଜଣାପଡ଼ିଛି । ୨୦୧୩ରେ ଏହି ଦୁଇ ଖେଳାଳିଙ୍କ ମଧ୍ୟରେ ଏଭଳି ତିକ୍ତତା ଦେଖିବାକୁ ମିଳିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ