Masthead

ବିରାଟ-ଗମ୍ଭୀର ମୁହାଁମୁହିଁ , ଉଭୟଙ୍କ ଉପରେ ଲାଗିଲା ଫାଇନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଗତକାଲି ଲକ୍ଷ୍ନୌ ଏକନା ଷ୍ଟାଡିୟମରେ ଚାଲିଥିବା ଆଇପିଏଲ ମ୍ୟାଚରେ ପୁଣି ମୁହାଁମୁହିଁ ହୋଇଛନ୍ତି ବିରାଟ ଓ ଗମ୍ଭୀର । ଏମାନଙ୍କ ସମ୍ପର୍କରେ ପୁଣି ଥରେ ତିକ୍ତତା ଦେଖିବାକୁ ମିଳିଛି । ଯାହାକୁ ନେଇ ଦୁଇ ଖେଳାଳିଙ୍କୁ ଜରିମାନା କରାଯାଇଛି । ବିରାଟଙ୍କୁ ଏକ କୋଟି ସାତ ଲକ୍ଷ ଜରିମାନା ହୋଇଥିବାବେଳ ଗୌତମଙ୍କୁ ୨୫ ଲକ୍ଷ ଓ ନବୀନ୍-ଉଲ୍-ହକଙ୍କୁ ଏକ ଲକ୍ଷ ୭୯ ହଜାର ଜରିମାନ ହୋଇଛି ।

ମ୍ୟାଚ ପରେ ପରେ ଏହି ଦୁଇ ଜଣଙ୍କ ମଧ୍ୟରେ କୌଣସି କାରଣକୁ ନେଇ କଥା କଟାକଟି ଆରମ୍ଭ ହୋଇଥିଲା। ବାଙ୍ଗାଲୋରଠାରୁ ଲକ୍ଷ୍ନୌ ହାରିଯିବା ପରେ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିବା ଜଣାପଡ଼ିଛି । ୨୦୧୩ରେ ଏହି ଦୁଇ ଖେଳାଳିଙ୍କ ମଧ୍ୟରେ ଏଭଳି ତିକ୍ତତା ଦେଖିବାକୁ ମିଳିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା