Masthead

ମହାକାଳଙ୍କୁ ଦର୍ଶନ କଲେ ବିରୁଷ୍କା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଛ ଟେଷ୍ଟ ମ୍ୟାଚ । ଏହି ସିରିଜ ମଧ୍ୟରେ ଷ୍ଟାର କ୍ରିକେଟର ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ମହାକାଳ ମନ୍ଦିରରେ ପହଞ୍ଚିଛନ୍ତି । ଯାହାର ଫଟୋ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି । ଟେଷ୍ଟ ମ୍ୟାଚ ପୂର୍ବରୁ ମହାକାଳଙ୍କୁ ଦର୍ଶନ କରିବା ପାଇଁ ବିରାଟ ଓ ଅନୁଷ୍କା ଭୋପାଳର ମହାକାଳେଶ୍ୱର ଜ୍ୟୋର୍ତିଲିଙ୍ଗ ନିକଟରେ ପହଞ୍ଚିଥିଲେ ।

ଅନୁଷ୍କା ଟ୍ରାଡ଼ିସନାଲ ଲୁକରେ ନଜର ଆସିଥିଲେ । କିଛି ଦିନ ହେବ ବିରାଟ ଟେଷ୍ଟ ଫର୍ମାଟରେ ଦୀର୍ଘଦିନ ଧରି ଫର୍ମରେ ନାହାନ୍ତି । ଏଭଳି ପରିସ୍ଥିତିରେ ପ୍ରଶଂସକଙ୍କ ଆଶା ରହିଛି ଯେ ମହାକାଳଙ୍କ ପାଖରେ ପହଞ୍ଚିଥିବା ବିରାଟ ବର୍ତ୍ତମାନ ଚତୁର୍ଥ ଟେଷ୍ଟ ନିଜ ବ୍ୟାଟିଂ ସହ ଚତ୍ମକାର ପ୍ରଦର୍ଶନ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା