Masthead

ମହାକାଳଙ୍କୁ ଦର୍ଶନ କଲେ ବିରୁଷ୍କା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଛ ଟେଷ୍ଟ ମ୍ୟାଚ । ଏହି ସିରିଜ ମଧ୍ୟରେ ଷ୍ଟାର କ୍ରିକେଟର ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ମହାକାଳ ମନ୍ଦିରରେ ପହଞ୍ଚିଛନ୍ତି । ଯାହାର ଫଟୋ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି । ଟେଷ୍ଟ ମ୍ୟାଚ ପୂର୍ବରୁ ମହାକାଳଙ୍କୁ ଦର୍ଶନ କରିବା ପାଇଁ ବିରାଟ ଓ ଅନୁଷ୍କା ଭୋପାଳର ମହାକାଳେଶ୍ୱର ଜ୍ୟୋର୍ତିଲିଙ୍ଗ ନିକଟରେ ପହଞ୍ଚିଥିଲେ ।

ଅନୁଷ୍କା ଟ୍ରାଡ଼ିସନାଲ ଲୁକରେ ନଜର ଆସିଥିଲେ । କିଛି ଦିନ ହେବ ବିରାଟ ଟେଷ୍ଟ ଫର୍ମାଟରେ ଦୀର୍ଘଦିନ ଧରି ଫର୍ମରେ ନାହାନ୍ତି । ଏଭଳି ପରିସ୍ଥିତିରେ ପ୍ରଶଂସକଙ୍କ ଆଶା ରହିଛି ଯେ ମହାକାଳଙ୍କ ପାଖରେ ପହଞ୍ଚିଥିବା ବିରାଟ ବର୍ତ୍ତମାନ ଚତୁର୍ଥ ଟେଷ୍ଟ ନିଜ ବ୍ୟାଟିଂ ସହ ଚତ୍ମକାର ପ୍ରଦର୍ଶନ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା