Masthead

ବିଶ୍ୱକର୍ମା ପୂଜା ଓ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ, ଆସିବ ବିଶ୍ୱକର୍ମା ଯୋଜନା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ବିଶ୍ୱକର୍ମା ପୂଜା । ସମସ୍ତ ଅନୁଷ୍ଠାନରେ ପୂଜା ପାଉଛନ୍ତି ଦେବଶିଳ୍ପୀ ବିଶ୍ୱକର୍ମା । ବିଶ୍ୱକର୍ମା ପୂଜା ଅବସରରେ ସାରା ଦେଶରେ ଆରମ୍ଭ ହେଉଛି ବିଶ୍ୱକର୍ମା ଯୋଜନା । ଏହି ଯୋଜନାରେ କୌଳିକ ବୃତ୍ତିକୁ ଦିଆଯାଇଛି ପ୍ରାଧାନ୍ୟ । । ପ୍ରତ୍ୟେକଟି ବ୍ୟକ୍ତି ଏହି ଯୋଜନାରେ ହେବେ ଉପକୃତ । ଓଡିଶାରୁ ପ୍ରାୟ ୧ଲକ୍ଷରୁ ଉର୍ଦ୍ଧ୍ୱ ହେବେ ସାମିଲ୍ । ଆଜି ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଜି ୭୩ ତମ ଜନ୍ମଦିନ।

ତାଙ୍କ ଜନ୍ମଦିନ ଉପଲକ୍ଷେ ଦେଶର କୋଣ ଅନୁକୋଣରୁ ଶୁଭେଚ୍ଛାର ସୁଅ ଛୁଟୁଛି। ଏହି ଅବସରରେ ଏକ ସୁନ୍ଦର ଉପହାର ଦେଇଛନ୍ତି ବାଳୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ପୁରୀ ବେଳାଭୂମିରେ ବାଳୁକାକଳା ମାଧ୍ୟମରେ ମୋଦିଙ୍କୁ ଜନ୍ମଦିନର ଅଭିନନ୍ଦନ ଜଣାଇଛନ୍ତି ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ଏହି ବାଲୁକା କଳାରେ ୫୦ ଟି କୋଣାର୍କ ଚକ୍ରକୁ ସ୍ଥାନ ଦିଆଯାଇଛି । ବିଶ୍ୱକର୍ମା ପୂଜାରେ ଭାରତର ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ପଡୁଥିବାରୁ ବିଶ୍ୱକର୍ମାଙ୍କ ବାଲୁକା କଳା ମଧ୍ୟ ଦେଖିବାକୁ ମିଳିଥିଲା ଏହି ବାଲୁକା କଳା କୃତିରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା