Masthead

ଜଳପ୍ରପାତରେ ବୁଡ଼ି ଛାତ୍ର ମୃତ

ବାରିପଦା (ବଡ଼ ଖବର ବ୍ୟୁରୋ):  ସେଲଫି ହେଲା କାଳ, ଜଳ ପ୍ରପାତରେ ବୁଡି ଜଣେ ଛାତ୍ର ମୃତ । ମୟୁରଭଞ୍ଜ ଜିଲ୍ଲା ଖୁଣ୍ଟା ଥାନା ଟୁଙ୍କି ଜଳପ୍ରପାତକୁ ସମ୍ପର୍କୀୟଙ୍କ ସହିତ ବୁଲିବାକୁ ଆସିଥିବା ଛାତ୍ର ସେଲଫି ନେଉଥିବା ବେଳେ ଅସାବଧାନତା ହେତୁ ଜଳପ୍ରପାତରେ ବୁଡି ଜଣଙ୍କର ମୃତ ହୋଇଥିବାର ଜଣା ପଡିଛି । ଗତକାଲି ବାଲେଶ୍ୱର ଜିଲ୍ଲା ବ୍ରହ୍ମପୁର ଅଞ୍ଚଳରୁ ଅମିତାଂଶୁ ବେହେରାଙ୍କ ସହିତ ତାଙ୍କର ସମ୍ପର୍କୀୟ ମାନେ ଟୁଙ୍କି ଜଳ ପ୍ରପାତକୁ ବୁଲିବାକୁ ଆସିଥିଲେ । ଜଳପ୍ରପାତ ଉପରେ ସେଲଫି ନେଉଥିବା ସମୟରେ ଅସାବଧାନତା ହେତୁ ଅମିତାଂଶୁ ଜଳପ୍ରପାତରେ ଖସି ପଡ଼ିଥିଲେ । ଖବର ପାଇ ଖୁଣ୍ଟା ଅଗ୍ନିଶ୍ରମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ଖୋଜାଖୋଜି କରିଥିଲେ । ବିଳମ୍ବିତ ରାତିରେ ମୃତଦେହ ଉଦ୍ଧାର କରିଥିଲେ ଅଗ୍ନିଶମ ବିଭାଗ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର