Masthead

ଲୋକସଭାରେ ପଶିଲେ ଦୁଇ ଯୁବକ, ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସଂସଦ ଭବନ ସୁରକ୍ଷାରେ ତ୍ରୁଟି। ଲୋକସଭାରେ ଅଚାନକ ପଶି ଟେବୁଲ ଉପରେ ଦୌଡ଼ିଲେ ଦୁଇ ଯୁବକ । ଦର୍ଶକ ଗ୍ୟାଲେରୀରୁ ଡ଼େଇଁ ସାଂସଦଙ୍କ ଟେବୁଲ ଉପରେ ଚଢିଲେ । ତେବେ ବୁଧବାର ଦିନ ଲୋକସଭାର ଅଧିବେଶନ ଚାଲିଥିବାବେଳେ ହଠାତ୍ ଦୁଇ ଜଣ ଯୁବକ ଲୋକସଭା ଭିତରକୁ ପଶି ଆସିଥିଲେ । ସେମାନଙ୍କ ହାତରେ କିଛି ଗ୍ୟାସ ନିର୍ଗତ ସାମଗ୍ରୀ ବି ଥିବା ଜଣାଯାଇଛି। ସେମାନଙ୍କ ପରିଚୟ ମିଳିପାରିନାହିଁ । ଆଜି ପାର୍ଲାମେଣ୍ଟ ଆକ୍ରମଣକୁ ୨୨ ବର୍ଷ ପୂରିଥିବା ବେଳେ କିପରି ଏପରି ସାଂଘାତିକ ତ୍ରୁଟି ଘଟିଲା ତାହା ସମଗ୍ର ଦେଶବାସୀଙ୍କୁ ଚକିତ କରିଛି ।  ସେଠାରେ ଉପସ୍ଥିତ ଥିବା ସାଂସଦ ତାଙ୍କୁ କାବୁ କରିବା ସହିତ ସୁରକ୍ଷାକର୍ମୀଙ୍କୁ ହସ୍ତାନ୍ତର କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ