Masthead

ଭିସୁଟ୍ ଛାତ୍ରୀ ମୃତ୍ୟୁ ରହସ୍ୟ, ଆଜି ହେବ ପ୍ରୀତିମାନଙ୍କ ଲାଏ ଡିଟେକ୍ସନ ଟେଷ୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭିସୁଟ୍ ଛାତ୍ରୀ ଚିନ୍ମୟୀଙ୍କ ମୃତ୍ୟୁ ରହସ୍ୟ ଘେରରେ ରହିଛି । ଆଜି ତାଙ୍କ ପୁରୁଷ ବନ୍ଧୁ ପ୍ରୀତିମାନଙ୍କ ଲାଏ ଡିଟେକ୍ସନ୍ ଟେଷ୍ଟ ହେବ । ପ୍ରୀତିମାନଙ୍କ ସହ ମାନସ ଟୁଡୁଙ୍କର ମଧ୍ୟ ଲାଏ ଡିଟେକ୍ସନ ଟେଷ୍ଟ ହେବ । ଲାଇ ଡିଟେକ୍ସନ ଟେଷ୍ଟ ଭୁବନେଶ୍ୱର ଫରେନସିକ ଲ୍ୟାବରେ କରାଯିବ । ଏଥିପାଇଁ ସମ୍ବଲପୁର ପୋଲିସର ଏକ ଟିମ୍ ୨ଜଣଙ୍କୁ ଭୁବନେଶ୍ୱର ଆଣିଛି ।

ସେହିପରି ଅଧିକ ତଦନ୍ତ ପାଇଁ ପୋଲିସର ଆଉ ଦୁଇଟି ଟିମ୍ ବଲାଙ୍ଗିର ଓ ସୋନପୁର ଯିବ ବୋଲି ଜଣାପଡ଼ିଛି । ଏହା ସହ ଚିନ୍ମୟୀଙ୍କ ପୁରୁଷ ବନ୍ଧୁ ପ୍ରୀତିମାନ ପିନ୍ଧିଥିବା ପୋଷାକକୁ ପରୀକ୍ଷା ପାଇଁ ପଠାଇବ ପୋଲିସ । ଚିନ୍ମୟୀଙ୍କ ମୃତ୍ୟୁକୁ ୪ ଦିନ ବିତିଯାଇଥିଲେ ବି ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ସେପଟେ ଚିନ୍ମୟୀଙ୍କ ମୃତ୍ୟୁର ତଦନ୍ତ କରୁଥିବା ଟିମ୍ ତାଙ୍କ ଭଡ଼ାଘର ଛାନଭିନ୍ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର