Masthead

ଭିସୁଟରେ ପରୀକ୍ଷା ବାତିଲ

ବୁର୍ଲା (ବଡ଼ ଖବର ବ୍ୟୁରୋ): ଭିସୁଟରେ ସମସ୍ତ ପରୀକ୍ଷା ବାତିଲ । ଭିସୁଟରେ ହେବାକୁ ଥିବା ସମସ୍ତ ଅଫଲାଇନ ପରୀକ୍ଷା କୁ ବାତିଲ କରାଯାଇଛି । ସମସ୍ତ ପରୀକ୍ଷା ଅନଲାଇନ ମାଧ୍ୟମରେ ହେବ । ଭିସୁଟ୍ କୂଳପତି ବି.ବି. ପତି ସୂଚନା ଦେଇଛନ୍ତି । ଅସନ୍ତା ୧୭ରୁ ଅନଲାଇନରେ ପାଠପଢା ହେବ ।

ଦିନକୁ ଦିନ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କର୍ତ୍ତୃପକ୍ଷ ଏହି ନିଷ୍ପତ୍ତି ନେଇଛନ୍ତି । ଭିସୁଟରେ ମଧ୍ୟ ଲଗାତାର ଛାତ୍ରଛାତ୍ରୀ ଓ ବିଭିନ୍ନ ବିଭାଗର ଅଧ୍ୟାପକ ଓ କର୍ମଚାରୀ ମାନେ କରୋନା ସଂକ୍ରମଣର ଶିକାର ହେଉଛନ୍ତି ।ଛାତ୍ରଛାତ୍ରୀଙ୍କ ସୁରକ୍ଷା ତଥା କରୋନା ସଂକ୍ରମଣ ବୃଦ୍ଧିକୁ କମାଇବା ପାଇଁ ପରୀକ୍ଷା ବାତିଲ କରିବାକୁ ନିଷ୍ପତ୍ତି ନିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି