Masthead

ସ୍ୱେଚ୍ଛାକୃତ ଅବସର ନେଲେ ଭିକେ ପାଣ୍ଡିଆନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅବସର ନେଲେ ଆଇଏଏସ ତଥା ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି .କେ ପାଣ୍ଡିଆନ । ସ୍ୱେଚ୍ଛାକୃତ ଅବସର ନେଲେ ଭି.କେ ପାଣ୍ଡିଆନ । ପାଣ୍ଡିଆନଙ୍କ ଭିଆରଏସକୁ ମଞ୍ଜୁର କଲେ କେନ୍ଦ୍ର କାର୍ମିକ ମନ୍ତ୍ରାଳୟ । ସ୍ୱେଚ୍ଛାକୃତ ଅବସର ପାଇଁ ଅକ୍ଟୋବର ୨୦ରେ କେନ୍ଦ୍ର ସରକାରଙ୍କୁ କରିଥିଲେ ଆବେଦନ । ଏନେଇ ଚିଠି ଜରିଆରେ ଅବଗତ କରିଛନ୍ତି କେନ୍ଦ୍ର ସରକାର ।

୨୦୦୦ ବ୍ୟାଚର ଆଇଏଏସ ଅଫିସର ଭି,କେ ପାଣ୍ଡିଆନ । ୨୦୦୨ରୁ ୨୦୦୪ କଳାହାଣ୍ଡି ଉପଜିଲ୍ଲାପାଳ ଭାବେ ଦାୟିତ୍ୱ ତୁଲାଇଥିଲେ ପାଣ୍ଡିଆନ୍ । ଏହାପରେ ୨୦୦୫ରୁ ୨୦୦୭ ମୟୂରଭଞ୍ଜ ଜିଲ୍ଲାପାଳ ଭାବେ ନିଯୁକ୍ତ ହୋଇଥିଲେ । ୨୦୦୭ରୁ ୨୦୧୧ ଗଞ୍ଜାମ ଜିଲ୍ଲାପାଳ ମଧ୍ୟ ଥିଲେ ଭି.କେ ପାଣ୍ଡିଆନ । ତେବେ ୨୦୧୧ ପରଠୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଦାୟିତ୍ୱ ତୁଲାଉଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ