Masthead

ଭଲିବଲ ଟୁର୍ଣ୍ଣାମେଣ୍ଟ

ସୁକିନ୍ଦା(ବଡ଼ ଖବର ବ୍ୟୁରୋ): ଦିବାରାତ୍ରୀ ଭଲିବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ । ଯାଜପୁର ଜିଲ୍ଲା ସୁକିନ୍ଦା ମିନି ଖେଳପଡିଆରେ ଷଷ୍ଠ ବାର୍ଷିକ ଦିବାରାତ୍ରୀ ଭଲିବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଛି । ମୁଖ୍ୟ ଅତିଥି ଭାବେ ସୁକିନ୍ଦା ରାଜା ଭୂଦେବ ଭୂପତି ହରିଚନ୍ଦ୍ର ମହାପାତ୍ର ଯୋଗ ଦେଇ ଆନୁଷ୍ଠାନିକ ଭାବେ ଖେଳକୁ ଉଦଘାଟନ କରିଥିଲେ । ସର୍ତ୍ତାର ମୋମରିଆର ପକ୍ଷରୁ ଅନୁଷ୍ଠିତ ଟୁର୍ନାମେଣ୍ଟରେ ସ୍ଥାନୀୟ ଅଂଚଳରୁ ୮ଟି ଦଳ ଭାଗ ନେଇ ନିଜର ଖେଳ ପ୍ରଦର୍ଶନ କରିଥିଲେ । ଶୀତୁଆ ସନ୍ଧ୍ୟାରେ ଭଲିବଲ ଖେଳର ମଜା ନେବାକୁ ସ୍ଥାନୀୟ ଲୋକଙ୍କ ଭିଡ ଲାଗିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ