Masthead

କିଏ ଗଢ଼ିବ ୩ରାଜ୍ୟରେ ସରକାର?

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଆସିବ ଉତ୍ତର ପୂର୍ବାଞ୍ଚଳ ୩ ରାଜ୍ୟର ଫଳାଫଳ । ତ୍ରିପୁରା, ମେଘାଳୟ ଓ ନାଗାଲାଣ୍ଡ ବିଧାନସଭା ନିର୍ବାଚନ ପାଇଁ ଗଣତି ଆରମ୍ଭ ହୋଇଛି । ଏଥିସହ ୪ଟି ରାଜ୍ୟର ୫ଟି ବିଧାନସଭା ଆସନର ଉପନିର୍ବାଚନ ପାଇଁ ମଧ୍ୟ ଗଣତି ଚାଲିଛି । ଏଥିପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଏକଜିଟ୍ ପୋଲରେ ତ୍ରିପୁରାରେ ବିଜେପିକୁ ବହୁମତ ମିଳିବ ବୋଲି ଆକଳନ କରାଯାଇଛି। ନାଗାଲାଣ୍ଡରେ ବିଜେପି ଓ ଏନଡିପିପି ମେଣ୍ଟ କ୍ଷମତାକୁ ଆସିବେ ।

ଅନ୍ୟପକ୍ଷରେ ମେଘାଳୟରେ ଝୁଲା ବିଧାନସଭା ହୋଇପାରେ ବୋଲି ଆକଳନ କରାଯାଇଛି । ନାଗାଲାଣ୍ଡ ଓ ମେଘାଳୟର ୫୯ଟି ଲେଖାଏଁ ଏବଂ ତ୍ରିପୁରାର ୬୦ଟି ବିଧାନସଭା ଆସନ ପାଇଁ ଭୋଟଗ୍ରହଣ ହୋଇଛି । ସକାଳ ୮ଟାରୁ ପ୍ରଥମେ ପୋଷ୍ଟାଲ୍‌ ବାଲଟ୍‌ରୁ ଗଣତି ଆରମ୍ଭ ହୋଇଛି ଏବଂ ଏହାପରେ ଇଭିଏମ୍‌ର ଗଣତି ପ୍ରକ୍ରିୟା ଚାଲିବ। ଫେବ୍ରୁଆରି ୧୬ ତାରିଖରେ ତ୍ରିପୁରାରେ ଭୋଟ୍‌ ଗ୍ରହଣ ହୋଇଥିବା ବେଳେ ମେଘାଳୟ ଓ ନାଗାଲାଣ୍ଡରେ ଫେବ୍ରୁଆରି ୨୭ରେ ଭୋଟ୍‌ ଗ୍ରହଣ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି