Masthead

ଭୋଟ ଦେଲେ ଆଶ୍ରିତ ପଟ୍ଟନାୟକ

ପିପିଲି (ବଡ଼ ଖବର ବ୍ୟୁରୋ): ଆଜି ପିପିଲି ଉପନିର୍ବାଚନ । ପିପିଲି ଉପନିର୍ବାଚନ ପାଇଁ ଚାଲିଛି ଭୋଟ ଗ୍ରହଣ । ସକାଳ ୭ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ଭୋଟିଂ । ନିର୍ବାଚନରେ ପ୍ରତିଦ୍ବନ୍ଦ୍ବିତା କରୁଥିବା ୧୦ ଜଣ ପ୍ରାର୍ଥୀଙ୍କ ରାଜନୈତିକ ଭାଗ୍ୟ ନିର୍ଣ୍ଣୟ କରିବେ ୨ଲକ୍ଷରୁ ଅଧିକ ଭୋଟର। ସେପଟେ ଭୋଟ ଦେଇଛନ୍ତି ପିପିଲି ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ।

୨୩୪ ନମ୍ବର ବୁଥର କମାକନ୍ତିଆ ସରକାରୀ ଉଚ୍ଚବିଦ୍ୟାଳୟର ମତଦାନ କେନ୍ଦ୍ରରେ ସେ ଭୋଟ୍ ଦେଇଛନ୍ତି । ସମର୍ଥକଙ୍କ ସହ ଯାଇ ମତଦାନ କେନ୍ଦ୍ରରେ ପହଂଚିଥିଲେ । ଭୋଟ୍ ଦେବାକୁ ହ୍ୱିଲ୍ ଚେୟାରରେ ଯାଇଥିବା ଜଣେ ବୃଦ୍ଧାଙ୍କୁ ଭୋଟ ଗ୍ରହଣ କେନ୍ଦ୍ର ପର୍ଯ୍ୟନ୍ତ ନେଇ ଯାଇଥିଲେ ଆଶ୍ରିତ । ଭୋଟ୍ ଦେବାକୁ ଆସିବା ପୂର୍ବରୁ ସେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିବା କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇସ୍ତଫା ଦେଇପାରନ୍ତି ମହମ୍ମଦ ୟୁନୁସ 🔴 ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି 🔴 ଓଡ଼ିଶାକୁ ମାଡି ଆସୁଛି ପ୍ରବଳ ବର୍ଷା 🔴 ବିଜେଡିରେ କମ୍ପନ, ରାଜା-ବବି-ପାଣ୍ଡିଆନ ଫାଇଟ! 🔴 ଟପ୍ ସିକ୍ରେଟ୍ ଯୋଦ୍ଧା 🔴 ଜ୍ୟୋତିଙ୍କ ୟୁପି ଲିଙ୍କ 🔴 ଯେବେ ସିନ୍ଦୂର ବାରୁଦ ହୁଏ…. 🔴 ବିଜେଡି କର୍ମୀଙ୍କୁ ମାଡ଼ 🔴 ପହଲଗାମ ଆଟାକକୁ ମାସେ, ଆଜି ବି ମନେପଡିଲେ… 🔴 ଡଙ୍ଗା ବୁଡ଼ି ୨ ଛୁଆ ମୃତ, ମା’ ନିଖୋଜ 🔴 ଇସ୍ତଫା ଦେଇପାରନ୍ତି ମହମ୍ମଦ ୟୁନୁସ 🔴 ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି 🔴 ଓଡ଼ିଶାକୁ ମାଡି ଆସୁଛି ପ୍ରବଳ ବର୍ଷା 🔴 ବିଜେଡିରେ କମ୍ପନ, ରାଜା-ବବି-ପାଣ୍ଡିଆନ ଫାଇଟ! 🔴 ଟପ୍ ସିକ୍ରେଟ୍ ଯୋଦ୍ଧା 🔴 ଜ୍ୟୋତିଙ୍କ ୟୁପି ଲିଙ୍କ 🔴 ଯେବେ ସିନ୍ଦୂର ବାରୁଦ ହୁଏ…. 🔴 ବିଜେଡି କର୍ମୀଙ୍କୁ ମାଡ଼ 🔴 ପହଲଗାମ ଆଟାକକୁ ମାସେ, ଆଜି ବି ମନେପଡିଲେ… 🔴 ଡଙ୍ଗା ବୁଡ଼ି ୨ ଛୁଆ ମୃତ, ମା’ ନିଖୋଜ