Masthead

ହିଂସା ଭିତରେ ଚାଲିଛି ମତଦାନ, ଗଲାଣି ୫ ଜୀବନ

କୋଲକାତା (ବଡ଼ ଖବର ବ୍ୟୁରୋ):  ପଶ୍ଚିମବଙ୍ଗରେ ଜାରି ରହିଛି ମତଦାନ । ୭୪ଟି ଆସନ ପାଇଁ ଚାଲିଛି ମତଦାନ । ମତଦାନ ଭିତରେ ଜାରି ରହିଛି ହିଂସା । ଭୋଟ ସମୟରେ ହିଂସା ଘଟଣାରେ ଏପର୍ୟ୍ୟନ୍ତ ପାଞ୍ଚ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକେ ଆହତ ହୋଇଛନ୍ତି। ମୁର୍ସିଦାବାଦର ବେଲଦାନଗା ଠାରେ କଂଗ୍ରେସ ଏବଂ ତ୍ରୁଣମୂଳ କଂଗ୍ରେସ ମଧ୍ୟରେ ସଂଘର୍ଷରେ ଶାସକ ଦଳର କର୍ମୀ ବାବର ଅଲିଙ୍କ ମୃତ୍ୟୁ ଘଟିଛି। ହିଂସା ପରେ ଏହି ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ଗୁଳି ବାଜିବା ପରେ କଂଗ୍ରେସ କର୍ମୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।

କୁଚବିହାରରେ ଏକ ମତଦାନ କେନ୍ଦ୍ରକୁ ଭଙ୍ଗାରୁଜା କରାଯାଇଛି ଏବଂ ମତଦାନ ଆରମ୍ଭ ହେବା ମାତ୍ରେ ବାଲାଟ କାଗଜପତ୍ର ଲୁଟ ହୋଇଛି। ଏହାଛଡ଼ା, ପଞ୍ଚାୟତ ନିର୍ବାଚନ ଅବ୍ୟବହିତ ପୂର୍ବରୁ ତୃଣମୂଳ କଂଗ୍ରେସର ୪ଜଣ କର୍ମୀଙ୍କୁ ହତ୍ୟା କରାଯାଇଥିବା ରିପୋର୍ଟ ମିଳିଛି। ସେଥିରୁ ମୁର୍ଶିଦାବାଦରେ ୩ଜଣ ତୃଣମୂଳ କଂଗ୍ରେସ କର୍ମୀ ନିହତ ହୋଇଛନ୍ତି। ଗତରାତିରେ ରେଜିନଗରରେ ଦେଶୀ ବୋମା ବିସ୍ଫୋରଣରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଣଳେ ଖାରଗ୍ରାମରେ ଜଣକୁ ଛୁରି ଭୁସି ହତ୍ୟା କରାଯାଇଛି। ପୁଣି ଆଜି ସକାଳେ ବେଲଦାଙ୍ଗାରେ ଜଣକୁ ଗୁଳି ମାରି ହତ୍ୟା କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର