Masthead

୧୫ନଂ ଜୋନ ଜିଲ୍ଲା ପରିଷଦ ଉପନିର୍ବାଚନ ପାଇଁ ମତଦାନ ଆରମ୍ଭ 

ଯାଜପୁର(ବଡ଼ ଖବର ବ୍ୟୁରୋ): ଯାଜପୁର ଜିଲ୍ଲା ଧର୍ମଶାଳା ନିର୍ବାଚନ ମଣ୍ଡଳିର ୧୫ନଂ ଜୋନ ପାଇଁ ଆରମ୍ଭ ହୋଇଛି ମତଦାନ । ସକାଳ ୯ଟା ସୁଦ୍ଧା ୫୦% ମତଦାନ ଶେଷ ହୋଇଛି।

ଭୋଟର ମାନଙ୍କର ଲମ୍ବା ଧାଡ଼ି ଦେଖିବାକୁ ମିଳୁଥିବା ବେଳେ ଶାନ୍ତି ଶୃଙ୍ଖଳାରେ ମତଦାନ ଚାଲିଛି । କାଁ ଭା ସାମାନ୍ୟ ଉତ୍ତେଜନା ଦେଖା ଯାଇଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ହୋଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି