Masthead

ଦିନ ୧୧ଟା ସୁଦ୍ଧା ରାଜ୍ୟରେ ୨୧.୩୨ ପ୍ରତିଶତ ମତଦାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ମତଦାନ । ଘଣ୍ଟା ଘଣ୍ଟା ଧରି ଲମ୍ବା ଲାଇନରେ ଛିଡା ହୋଇ ମତଦାନ କରୁଛନ୍ତିି ଭୋଟର । ପ୍ରବଳ ଖରା, ଗୁଳୁଗୁଳି ସତ୍ତେ୍ୱ ଭୋଟ ଦେଉଛନ୍ତି ଭୋଟର । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା ଅନୁଯାୟୀ, ସକାଳ ୧୧ଟା ସୁଦ୍ଧା ୨୧.୩୨% ମତଦାନ ହୋଇଛି । ଜିଲ୍ଲାୱାରୀ ଭୋଟ ପ୍ରତିଶତକୁ ଦେଖିଲେ ଦେବଗଡରେ ଏବେ ସୁଦ୍ଧା ସର୍ବାଧିକ ମତଦାନ ହୋଇଛି । ଦେବଗଡରେ ସର୍ବାଧିକ ୨୪% ମତଦାନ ହୋଇଛି ।

ସେହିଭଳି ଢେଙ୍କାନାଳରେ ୨୦.୯୨%, କେଉଁଝରରେ ୨୦.୮୪%, ଖୋର୍ଦ୍ଧାରେ ୨୧.୬୧%, ମୟୂରଭଞ୍ଜରେ ୨୧.୨୪%, ନୟାଗଡରେ ୧୯.୩୦%, ପୁରୀରେ ୨୧.୬୪%, ସମ୍ବଲପୁରରେ ୨୨.୪୯% ମତଦାନ ହୋଇଛି । ସେହିଭଳି ବିଧାନସଭା ସ୍ତରରେ ପାଲଲହଡାରେ ସର୍ବାଧିକ ୩୬.୩୪% ମତଦାନ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ