ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପ୍ରେସମିଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟରେ ୪ ସଂସଦୀୟ କ୍ଷେତ୍ରରେ ହେବ ନିର୍ବାଚନ । ପ୍ରସ୍ତୁତି, ଭୋଟରଙ୍କ ସଂଖ୍ୟା ଓ ବୁଥ୍‌ ଆଦିକୁ ନେଇ ସିଇଓଙ୍କ ସୂଚନା । ପୁରୁଷଙ୍କ ଠାରୁ ମହିଳା ଭୋଟର ଅଧିକ, ୭୩୦୩ ମତଦାନ କେନ୍ଦ୍ର । ୧୨୯୪ ଶତାୟୁ ଭୋଟର, ୬୨୯୬ ଚାକିରିଆ ଭୋଟର । ୭୧୫ ବୁଥ୍‌ ସମ୍ପୂର୍ଣ୍ଣ ଭାବେ ମହିଳାଙ୍କ ଦ୍ୱାରା ପରିଚାଳିତ ହେବ । ୧୨୭୬ ଆଦର୍ଶ ବୁଥ୍‌, ୬୦ଟି ମତଦାନ କେନ୍ଦ୍ରରୁ ଲାଇଭ୍‌ ହେବ । ୧୨୬୪ କ୍ରିଟିକାଲ ପୋଲିଂ ଷ୍ଟେସନ, ରାୟଗଡ଼ାରେ ସଚେତନ ସୃଷ୍ଟି ବ୍ୟବସ୍ଥା । ମୋଟ ୫୨,୫୦୦ ପୋଲିଂ କର୍ମଚାରୀ ନିୟୋଜିତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ