Masthead

ଭିସୁଟ ଛାତ୍ରୀ ମୃତ୍ୟୁ ଘଟଣା, ରହସ୍ୟ ଖୋଜି ପାଉନି ପୋଲିସ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ଭିସୁଟ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶନୀଙ୍କ ମୃତ୍ୟୁ ଘଟଣା । ରହସ୍ୟ ଖୋଜି ପାଉନି ପୋଲିସ । ବୁର୍ଲା ଥାନାରେ ଏଫଆଇଆରକୁ ୨୪ ଘଣ୍ଟା ପୁରିବାକୁ ବସିଲାଣି ହେଲେ ଏ ପର୍ଯ୍ୟନ୍ତ କୌଣସି ନିର୍ଣ୍ଣୟରେ ପହଞ୍ଚି ପାରିନି ପୋଲିସ । ସେପଟେ ବୁର୍ଲା ଥାନାରେ ଚିନ୍ମୟୀଙ୍କ ମା ଝିଅକୁ ହତ୍ୟା କରାଯାଇଛି ବୋଲି ଅଭିଯୋଗ କରିଛନ୍ତି ।

ଅଭିଯୋଗ ଅନୁଯାୟୀ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି । ଅନ୍ୟପଟେ ଏହି ମାମଲାରେ ପ୍ରତିକ୍ରିୟା ରଖିଛନ୍ତି ସମ୍ବଲପୁର ଏସପି ବାତୁଲା ଗଙ୍ଗାଧର। କହିଛନ୍ତି ଆରୋପି ଛାତ୍ର ଓ ଏହାର ଦୁଇଜଣ ସାଙ୍ଗଙ୍କୁ ରଖି ପଚରା ଚାଲିଛି। ମୃତ ଛାତ୍ରୀଙ୍କ ପୋଷ୍ଟମର୍ଟମ ସରିଛି, ରିପୋର୍ଟ ଆସିବା ପରେ ମୃତ୍ୟର କାରଣ ଜଣାପଡିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ