Masthead

ଟିକା ପାଇଁ ଅପେକ୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭୂବନେଶ୍ୱରରେ ଚାଲିଛି ଡ୍ରାଇଭ ଇନ ଟିକା । ଗାଡିରେ ବସି ଟିକା ନେଉଛନ୍ତି ଲୋକେ । ଏଥିପାଇଁ ରାଜଧାନୀର କେତକ ମଲରେ କରାଯାଇଛି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରଥମ ପର୍ଯ୍ୟାୟରେ ଏସପ୍ଲାନେଡ ମଲରେ ଏହି ଟିକକରଣର ସଫଳତା ପରେ ଏହାକୁ ଅନ୍ୟକେତକ ମଲରେ କାର୍ଯ୍ୟକ୍ଷମ କରିବା ପାଇଁ ବିଏମସି ପକ୍ଷରୁ ବ୍ୟବସ୍ଥା କରାଯାଇଛି ।

ଏହି କ୍ରମରେ ସିମ୍ଫୋନି ମଲରେ ମଧ୍ୟ ଟିକା କରଣ ପାଇଁ ସ୍ଥାନ ଚିହ୍ନଟ କରାଯାଇଛଛି । ଟିକା କରଣ ପାଇଁ ମଲରେ ପୋଷ୍ଟର ମଧ୍ୟ ଲଗାଯାଇଥିଲା । କିନ୍ତୁ ଟିକା କରଣ ପ୍ରକ୍ରିୟା ଆରମ୍ଭ ହୋଇ ନଥିବା କରଣରୁ ଲୋକେ ଗାଡି ଧରି ଲମ୍ବା ଲାଇନରେ ଥିବା ଦେଖିବା ମିଳିଛି । ଠିକ ସମୟରେ ଟିକା କରଣ ଆରମ୍ଭ ହୋନଥିବାରୁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା