Masthead

ଟିକା ପାଇଁ ଅପେକ୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭୂବନେଶ୍ୱରରେ ଚାଲିଛି ଡ୍ରାଇଭ ଇନ ଟିକା । ଗାଡିରେ ବସି ଟିକା ନେଉଛନ୍ତି ଲୋକେ । ଏଥିପାଇଁ ରାଜଧାନୀର କେତକ ମଲରେ କରାଯାଇଛି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରଥମ ପର୍ଯ୍ୟାୟରେ ଏସପ୍ଲାନେଡ ମଲରେ ଏହି ଟିକକରଣର ସଫଳତା ପରେ ଏହାକୁ ଅନ୍ୟକେତକ ମଲରେ କାର୍ଯ୍ୟକ୍ଷମ କରିବା ପାଇଁ ବିଏମସି ପକ୍ଷରୁ ବ୍ୟବସ୍ଥା କରାଯାଇଛି ।

ଏହି କ୍ରମରେ ସିମ୍ଫୋନି ମଲରେ ମଧ୍ୟ ଟିକା କରଣ ପାଇଁ ସ୍ଥାନ ଚିହ୍ନଟ କରାଯାଇଛଛି । ଟିକା କରଣ ପାଇଁ ମଲରେ ପୋଷ୍ଟର ମଧ୍ୟ ଲଗାଯାଇଥିଲା । କିନ୍ତୁ ଟିକା କରଣ ପ୍ରକ୍ରିୟା ଆରମ୍ଭ ହୋଇ ନଥିବା କରଣରୁ ଲୋକେ ଗାଡି ଧରି ଲମ୍ବା ଲାଇନରେ ଥିବା ଦେଖିବା ମିଳିଛି । ଠିକ ସମୟରେ ଟିକା କରଣ ଆରମ୍ଭ ହୋନଥିବାରୁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ