Masthead

ଓଡ଼ିଶାରୁ ହିଁ ଲୋକସଭା ନିର୍ବାଚନ ଲଢ଼ିବାକୁ ଚାହୁଁଛି: ଧର୍ମେନ୍ଦ୍ର ପ୍ରଧାନ

ଭୁବେନେଶ୍ୱର (ବଡ଼ ଖବର ବ୍ୟୁରୋ):୨୦୨୪ରେ ଲୋକସଭା ନିର୍ବାଚନ ଲଢ଼ିବେ ଧର୍ମେନ୍ଦ୍ର ପ୍ରଧାନ । ପ୍ରତ୍ୟକ୍ଷ ନିର୍ବାଚନ ମଇଦାନକୁ ଓହ୍ଲାଇବେ ଧର୍ମେନ୍ଦ୍ର । ଜାତୀୟ ଗଣମାଧ୍ୟ ମକୁ ସାକ୍ଷାତକାର ଅବସରରେ ସେ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି, ‘ଓଡ଼ିଶାରୁ ହିଁ ଲୋକସଭା ନିର୍ବାଚନ ଲଢ଼ିବାକୁ ଚାହୁଁଛି’ । ଏ ବବାଦରେ ସେ ପାର୍ଟିକୁ ଅବଗତ ମଧ୍ୟ କରାଇଛନ୍ତି ବୋଲି କହିଛନ୍ତି । ଧର୍ମେନ୍ଦ୍ର ଲୋକସଭାରୁ ଲଢ଼ିବା ନେଇ ଇଚ୍ଛା କରୁଛନ୍ତି ବୋଲି ପିଟିଆଇ ର ସୂଚନା । ନିର୍ବାଚନ ଲଢ଼ିବା ପାଇଁ ତାଙ୍କୁ ସୁଯୋଗ ଦେଲେ ସେ ନିିଶ୍ଚିତ ଭାବେ ନିର୍ବାଚନ ଲଢ଼ିବେ ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସାଇକେଲରେ ବୁହା ହେଲା ଶବ 🔴 ବଙ୍ଗୋପସାଗରରେ ଲଘୁଚାପ, ୪୮ ଘଣ୍ଟା ଭିତରେ ଘନୀଭୂତ ସମ୍ଭାବନା 🔴 ଯୁବତୀଙ୍କୁ ଦୁର୍ବ୍ୟବହାର ଉଦ୍ୟମ କରିବା ପଡିଲା ମହଙ୍ଗା 🔴 ଘଡ଼ଘଡ଼ି ସହ ବର୍ଷା 🔴 ଏବେ ସୁନା ନ କିଣିବାକୁ ମୋଦିଙ୍କ ପରାମର୍ଶ 🔴 ଆଜିଠୁ ଆରମ୍ଭ ହେବ ରତ୍ନଭଣ୍ଡାର ଅଳଙ୍କାରର ଗଣତି ମଣତି 🔴 ସୌମ୍ୟ ହତ୍ୟା ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ 🔴 ପୂର୍ବଶତ୍ରୁତାକୁ କେନ୍ଦ୍ରକରି ବାପ-ପୁଅଙ୍କୁ ଆକ୍ରମଣ 🔴 ଶପଥ ପରେ ଆକ୍ସନ୍ ମୋଡ୍‌ରେ ବିଜୟ 🔴 ହିଜବୁଲ୍ଲାର ୫୮ ଠିକଣାକୁ ଟାର୍ଗେଟ୍ 🔴 ସାଇକେଲରେ ବୁହା ହେଲା ଶବ 🔴 ବଙ୍ଗୋପସାଗରରେ ଲଘୁଚାପ, ୪୮ ଘଣ୍ଟା ଭିତରେ ଘନୀଭୂତ ସମ୍ଭାବନା 🔴 ଯୁବତୀଙ୍କୁ ଦୁର୍ବ୍ୟବହାର ଉଦ୍ୟମ କରିବା ପଡିଲା ମହଙ୍ଗା 🔴 ଘଡ଼ଘଡ଼ି ସହ ବର୍ଷା 🔴 ଏବେ ସୁନା ନ କିଣିବାକୁ ମୋଦିଙ୍କ ପରାମର୍ଶ 🔴 ଆଜିଠୁ ଆରମ୍ଭ ହେବ ରତ୍ନଭଣ୍ଡାର ଅଳଙ୍କାରର ଗଣତି ମଣତି 🔴 ସୌମ୍ୟ ହତ୍ୟା ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ 🔴 ପୂର୍ବଶତ୍ରୁତାକୁ କେନ୍ଦ୍ରକରି ବାପ-ପୁଅଙ୍କୁ ଆକ୍ରମଣ 🔴 ଶପଥ ପରେ ଆକ୍ସନ୍ ମୋଡ୍‌ରେ ବିଜୟ 🔴 ହିଜବୁଲ୍ଲାର ୫୮ ଠିକଣାକୁ ଟାର୍ଗେଟ୍