Masthead

ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ । ପରିସ୍ଥିତି ଉପରେ ନଜର ରଖିବାକୁ ଓ ଫେରାଇ ଆଣିବା ପାଇଁ ବ୍ୟବସ୍ଥା କରିବାକୁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏବେ ସୁଦ୍ଧା ଓଡ଼ିଶା ପରିବାରକୁ ମଧ୍ୟପ୍ରାଚ୍ୟ ଅଞ୍ଚଳରୁ ଓଡ଼ିଆ ଲୋକମାନଙ୍କ ପକ୍ଷରୁ ପ୍ରାୟ ୨ଶହ ଟେଲିଫୋନ୍ ଆସିଛି ।

ନିର୍ଦ୍ଦେଶାଳୟ ପକ୍ଷରୁ ବୈଦେଶିକ ମନ୍ତ୍ରାଳୟ ସହ ଯୋଗାଯୋଗ କରାଯାଇ ସେମାନଙ୍କ ଫେରିବା ସଂପର୍କରେ ସହାୟତା କରାଯାଉଛି । ଏଥିସହ ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ସ୍ୱତନ୍ତ୍ର କଣ୍ଟ୍ରୋଲ ରୁମ୍ କରାଯାଇ ଟୋଲ୍ ଫ୍ରି ନମ୍ୱର- ୧୮୦୦-୧୧୮-୭୯୭ ଜାରି କରାଯାଇଛି । ସେପଟେ ମଧ୍ୟପ୍ରାଚ୍ୟରୁ ପ୍ରବାସୀ ଓଡ଼ିଆଙ୍କ ଉଦ୍ଧାର କାର୍ୟ୍ୟ ସମ୍ପର୍କରେ ସମୀକ୍ଷା ବୈଠକ କରିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ