Masthead

କାଳବୈଶାଖୀକୁ ନେଇ ସତର୍କ ସୂଚନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  କାଳବୈଶାଖୀକୁ ନେଇ ସତର୍କ ସୂଚନା । ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ । ୩୦ରୁ ୪୦ କିମିରେ ପବନ ବହିବା ସମ୍ଭାବନା । ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି । ଏଡି ସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ସେପଟେ ଆସନ୍ତା ୫ ତାରିଖରୁ ୧୧ ତାରିଖ ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଦକ୍ଷିଣ ବଙ୍ଗୋପସାଗର ଓ ଶ୍ରୀଲଙ୍କା ପାଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ଏହା ଅବପାତର ରୂପ ନେବା ଆଶଙ୍କା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ