Masthead

ଦରଦାମ ନ କମିଲେ ଆନ୍ଦୋଳନର ଚେତାବନୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ) ପରିବା ଦର କମାଇବାକୁ ନେଇ ବିଧାୟକ ସୁରରାଉତରାୟ କହିଛନ୍ତି, ରାଜ୍ୟ ସରକାର ଟଙ୍କିକିଆ ଚାଉଳ ଦେଇ ଓଡିଶା ଲୋକ ମାନଙ୍କୁ କୋଢ଼ିଆ କରିଦେଇଛି । ଓଡ଼ିଶାରେ କିଛି ନାହିଁ, ସବୁ ବାହାର ଦେଶରୁ ଆସିଲେ ଆମେ ଖାଉଛୁ । ପରିବା ର ଦରଦାମ ଯଦି ରାଜ୍ୟ ସରକାର ନ କମାଇବେ ତାହାଲେ କଂଗ୍ରେସ ରାଜ୍ୟବ୍ୟାପି ଆନ୍ଦୋଳନ କରିବାକୁ ଚେତାବନୀ ଦେଇଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ