Masthead

ହିଟୱେଭ ନେଇ ୧୩ ଜିଲ୍ଲାକୁ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜଳୁଛି ରାଜଧାନୀ । କଲବଲ ହେଉଛନ୍ତି ଲୋକେ । ଘରୁ ବାହାରିବା ହେଉଛି ମୁସକିଲ । ଆଜି ବି ସକାଳୁ ହେଉଛି ପ୍ରଚଣ୍ଡ ଖରା । ଆଜି ହିଟୱେଭ ନେଇ ୧୩ ଜିଲ୍ଲାକୁ ୱାର୍ଣ୍ଣିଂ ଜାରୀ କରିଛି ପାଣିପାଗ ବିଭାଗ । ଗ୍ରୀଷ୍ମ ପ୍ରବାହ ନେଇ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେଓଗଡ଼, ଅନୁଗୁଳୁ, ବୌଦ୍ଧ, ସୋନପୁର, ବଲାଙ୍ଗୀର ନୂଆପଡା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ବରଗଡ଼ ଏବଂ ବାଲେଶ୍ୱର ଜିଲ୍ଲାକୁ ହିଟୱେଭ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଗାମୀ ୩ ଦିନ ଯାଏଁ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି