ହିଟୱେଭ ନେଇ ୧୩ ଜିଲ୍ଲାକୁ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜଳୁଛି ରାଜଧାନୀ । କଲବଲ ହେଉଛନ୍ତି ଲୋକେ । ଘରୁ ବାହାରିବା ହେଉଛି ମୁସକିଲ । ଆଜି ବି ସକାଳୁ ହେଉଛି ପ୍ରଚଣ୍ଡ ଖରା । ଆଜି ହିଟୱେଭ ନେଇ ୧୩ ଜିଲ୍ଲାକୁ ୱାର୍ଣ୍ଣିଂ ଜାରୀ କରିଛି ପାଣିପାଗ ବିଭାଗ । ଗ୍ରୀଷ୍ମ ପ୍ରବାହ ନେଇ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେଓଗଡ଼, ଅନୁଗୁଳୁ, ବୌଦ୍ଧ, ସୋନପୁର, ବଲାଙ୍ଗୀର ନୂଆପଡା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ବରଗଡ଼ ଏବଂ ବାଲେଶ୍ୱର ଜିଲ୍ଲାକୁ ହିଟୱେଭ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଗାମୀ ୩ ଦିନ ଯାଏଁ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ