Masthead

ପରମବୀର ସିଂହଙ୍କ ବିରୋଧରେ ଜାରି ହେଲା ୱାରେଣ୍ଟ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ରର ପୂର୍ବତନ ପୁଲିସ କିମଶନରଙ୍କ ବଢିଆ ଅଡ଼ୁଆ । ତାଙ୍କ ବିରୋଧରେ ଜାରି ହୋଇଛି ୱାରେଣ୍ଟ । ତେବେ ଚଣ୍ଡିୱାଲ କମିଟି ଦ୍ୱାରା ଏହି ୱାରେଣ୍ଟ ଜାରି ହୋଇଥିବାର ସୂଚନା ମିଳିଛି । ଏହା ସହ ମହାରାଷ୍ଟ୍ର ଡିଜିପିକୁ ୱାରେଣ୍ଟ ଜାରି କରିବାକୁ ଜଣେ ଉଚ୍ଚ ଅଧିକାରୀଙ୍କ ନିଯୁକ୍ତି ଦାବି କରିଛି ଚଣ୍ଡିୱାଲ କମିଟି ।

ଏବଂ ୫୦ ହଜାର ଟଙ୍କାର ଜୋରିମାନା ଦେବା ପାଇଁ ମଧ୍ୟ ଏହି କମିଟି ନିର୍ଦ୍ଦେଶ ଦେଇଛି । ଏହା ପୂର୍ବରୁ ପରମବୀର ସିଂହଙ୍କ ବିରୋଧରେ ଲୁକଆଉଟ ନୋଟିସ ଜାରି କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ