Masthead

ଆଖଣ୍ଡଳମଣିଙ୍କ ଗର୍ଭଗୃହରେ ପାଣି

ଆରଡି (ବଡ଼ ଖବର ବ୍ୟୁରୋ): ଲଗାଣ ବର୍ଷା ଓ ପବନ ଯୋଗୁ ଅଶାନ୍ତ ହୋଇଥିବା ସମୁଦ୍ରରୁ ଉଠି ଆସୁଛି ଉଚ୍ଚ ଜୁଆରପାଣି। ଯାହାର ପ୍ରଭାବରେ ତଳମୁଣ୍ଡରେ ଉଛୁଳିବାରେ ଲାଗିଛି ବୈତରଣୀ ଓ ସାଳନ୍ଦୀ ନଦୀ। ଚାନ୍ଦବାଲି ଅଞ୍ଚଳର ବହୁ ତଳିଆ ଅଞ୍ଚଳ ଏବେ ଜଳମଗ୍ନ ହୋଇଥିବା ବେଳେ ଆରଡିପୀଠ ବାବା ଆଖଣ୍ଡଳମଣିଙ୍କ ଗର୍ଭଗୃହରେ ଲହଡି ଭାଙ୍ଗୁଛି ଆଣ୍ଠୁଏ ଉଚ୍ଚରୁ ପାଣି।

ଫଳରେ ମଣିବାବାଙ୍କ ବିଗ୍ରହ ଅର୍ଦ୍ଧାଧିକ ଭାଗ ବୁଡିଯିବାରୁ ସକାଳ ପହିଲି ନୀତିକାନ୍ତୀରେ ମଙ୍ଗଳ ଆଳତୀ, ପୂଜାର୍ଚ୍ଚନା ବିଳମ୍ବ ହୋଇଛି। ଏବେ ମଟର ଚାଳିତ ପମ୍ପ ଦ୍ବାରା ଜଳନିଷ୍କାସନ କରାଯାଉଥିବା ମନ୍ଦିର ପ୍ରଶାସନିକ ଅଧିକାରୀ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’