Masthead

ଲଗାଣ ବର୍ଷାରେ ଘରେ ପାଣି

ନାଉଗାଁ(ବଡ଼ ଖବର ବ୍ୟୁରୋ) :  ଲଘୁଚାପ ଜନିତ ଲଗାଣ ବର୍ଷା ପାଇଁ ହନ୍ତସନ୍ତ ହେଉଛନ୍ତି ଗ୍ରାମବାସୀ । ଏପଟେ ଗାଁରେ ଜଳ ନିଷ୍କାସନ ପାଇଁ ଡ୍ରେନର ସୁବିଧା ନଥିବାରୁ ବର୍ଷା ପାଣି ଘରେ ପଶୁଛି । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଲକ ଅନ୍ତର୍ଗତ କାନନଗୋସାହି ଗାଁରେ ।

ଏହି ଗାଁଟି ନାଉଗାଁ ବ୍ଲକର ପଛ ପଟ ଗାଁ, ହେଲେ ଆଜି ପର୍ଯ୍ୟନ୍ତ ବ୍ଲକ ପ୍ରଶାସନର ଆଢୁଆଳରେ ରହିଯାଇଛି । ଏହି ଗାଁ ରାସ୍ତା ଦେଇ ଆଖପାଖର ୭ ଗୋଟିରୁ ୮ ଗୋଟି ଗାଁର ଲୋକେ ପ୍ରତ୍ୟେକ ଦିନ ଯିବାଆସିବା କରିଥାନ୍ତି । କିନ୍ତୁ ଦୁର୍ଭାଗ୍ୟର ବିଷୟ ଆଜି ଯାଏଁ ବ୍ଲକ୍ ପ୍ରଶାସନର ନିଦ ଭାଙ୍ଗିଲା ନାହିଁ । ପ୍ରତ୍ୟେକ ବର୍ଷ ବର୍ଷା ଦିନେ ଗାଁ ଲୋକେ ଏହି ସମସ୍ୟାର ସମ୍ମୁଖୀନ ହେଉଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ