Masthead

ହୀରାକୁଦରେ କମୁଛି ଜଳସ୍ତର

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ହୀରାକୁଦରେ କମୁଛି ଜଳସ୍ତର । ବନ୍ଦ ହେଲା ୪ଟି ଗେଟ୍ । ଏବେ ୨୪ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ଏବେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ରହିଛି ୬୨୮.୨୯ ଫୁଟ । ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରକୁ ପ୍ରବେଶ କରୁଛି ୩ ଲକ୍ଷ ୭୧ ହଜାର ୨୭୪ ଘନଫୁଟ ଜଳ । ସେହିପରି ୪ ଲକ୍ଷ ୯ ହଜାର ୩୮୩ ଘନଫୁଟ ଜଳ ନିଷ୍କାସିତ ହେଉଛି ।

ସେପଟେ ମହାନଦୀରେ ବନ୍ୟା ପାଣି ପ୍ରବାହିତ ହେବା ପରେ ତଳି ଅଂଚଳ ଲୋକଙ୍କ ଚିନ୍ତା ବଢିଛି । ଭୟ ଭିତରେ ରହିଛନ୍ତି ପୁରୀ ଜିଲ୍ଲାର ତଳି ଅଂଚଳର ଲୋକେ । ଜିଲ୍ଲାର ଲୁଣା, ରତ୍ନଚିରା, ଦୟା, ଭାର୍ଗବୀ, କୁଶଭଦ୍ରା, ଧନୁଆଁ, ଦେବୀ ଆଦି ନଦୀରେ ବନ୍ୟା ଜଳ ପ୍ରବାହିତ ହେବା ପରେ ଏବେ କଣାସ, ଗୋପ, କାକଟପୁର, ଅସ୍ତରଙ୍ଗ ଆଦି ଅଂଚଳରେ ବନ୍ୟାଜଳ ପ୍ରବାହିତ ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ