Masthead

ପଞ୍ଚାୟତ ଅଫିସ ସମ୍ମୁଖରେ ଗରା ବାଲଟି ଧରି ଧାରଣା

ବସ୍ତା(ବଡ଼ ଖବର ବ୍ୟୁରୋ): ପାଣି ପାଇଁ ପଞ୍ଚାୟତ ଅଫିସ୍ ସମ୍ମୁଖରେ ଗରା ବାଲଟି ଧରି ଧାରଣାରେ ବସିଲେ ଗ୍ରାମବାସୀ । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ବାଲେଶ୍ଵର ଜିଲ୍ଲା ବସ୍ତା ବ୍ଲକ ରଘୁନାଥ ପୁର ପଞ୍ଚାୟତ ଅସ୍ତି ଗ୍ରାମରେ । ଗ୍ରାମରେ ୪୫୦ ରୁ ଅଧିକ ଲୋକ ବସବାସ କରନ୍ତି । ଲୋକଙ୍କ ପାଇଁ ୩ଟି ସରକାରୀ ନଳକୂପ ରହିଥିବା ବେଳେ ୩୦ରୁ ଅଧିକ ଘରୋଇ ନଳକୂପ ରହିଛି । ମାତ୍ର ପ୍ରତିବର୍ଷ ଭୂତଳ ଜଳ ନିମ୍ନଗାମୀ ହେଉଥିବାରୁ ସମସ୍ତ ନଳକୂପ ଅଚଳ ହୋଇ ପଡ଼ୁଛି ।

ପାଣି ସମସ୍ୟାର ସମାଧାନ ପାଇଁ ସ୍ଥାନୀୟ ଲୋକେ ଦୀର୍ଘ ୧୧ ମାସ ହେବ ସରପଞ୍ଚଙ୍କ ଠାରୁ ଆରମ୍ଭ କରି ବିଡ଼ିଓଙ୍କ ପର୍ଯ୍ୟନ୍ତ ଅଭିଯୋଗ କରିଆସୁଛନ୍ତି । ଲୋକଙ୍କ ଅଭିଯୋଗ ପାଇ ବସୁଧା ଯୋଜନାରେ ଗୋଟିଏ ପ୍ରକଳ୍ପ ବସାଯାଇଛି। ମାତ୍ର ଠିକାଦାରଙ୍କ ମନମୁଖି କାର୍ଯ୍ୟ ଏବଂ ବିଦ୍ୟୁତ ବିଭାଗରେ ମନମାନୀ ଯୋଗୁଁ ସେଥିରୁ ପାଣି ବାହାରୁନି । ଯାହା ଫଳରେ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଯାହାକୁ ନେଇ ଗ୍ରାମର ମହିଳାମାନେ ଗରା ବାଲଟି ଧରି ପଞ୍ଚାୟତ ଅଫିସ୍ ସମ୍ମୁଖରେ ଧାରଣାରେ ବସିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ