Masthead

ପାଣି ପାଇଁ କଲବଲ ସାହାରାପଡ଼ାବାସୀ

ସାହାରପଡ଼ା (ବଡ଼ ଖବର ବ୍ୟୁରୋ): ପିଇବା ପାଣି ପାଇଁ ହାହାକାର ଲୋକେ । ଦୂଷିତ ଚୂଆ ପାଣି ହିଁ ଲୋକଙ୍କ ସାହା ଭରସା । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଳକ ମାଛଗଡ ପଞ୍ଚାୟତ ଅଶ୍ଵଯୋଡି ଗ୍ରାମର ହୁଡି ସାହିରେ । ଗ୍ରାମର ୧୬ ପରିବାରର ବର୍ଷ ବର୍ଷ ଧରି ଚୂଆ ପାଣି ଉପରେ ନିର୍ଭର କରିଆସୁଛନ୍ତି ।

ଖରା ଦିନେ ସେମାନଙ୍କୁ ପାଣି ପାଇଁ ହନ୍ତସନ୍ତ ହେବାକୁ ପଡ଼େ । ସରପଞ୍ଚଙ୍କ ପାଖରେ ବାରମ୍ବାର ଅଭିଯୋଗ କଲେ ମଧ୍ୟ ପିଇବା ପାଣିର ବ୍ୟବସ୍ଥା ହୋଇପାରୁନାହିଁ । ସେପଟେ ସରପଞ୍ଚ ଖୁବଶୀଘ୍ର ଏହାର ସମାଧାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ