Masthead

ପାଣି ପାଇଁ କଲବଲ ସାହାରାପଡ଼ାବାସୀ

ସାହାରପଡ଼ା (ବଡ଼ ଖବର ବ୍ୟୁରୋ): ପିଇବା ପାଣି ପାଇଁ ହାହାକାର ଲୋକେ । ଦୂଷିତ ଚୂଆ ପାଣି ହିଁ ଲୋକଙ୍କ ସାହା ଭରସା । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଳକ ମାଛଗଡ ପଞ୍ଚାୟତ ଅଶ୍ଵଯୋଡି ଗ୍ରାମର ହୁଡି ସାହିରେ । ଗ୍ରାମର ୧୬ ପରିବାରର ବର୍ଷ ବର୍ଷ ଧରି ଚୂଆ ପାଣି ଉପରେ ନିର୍ଭର କରିଆସୁଛନ୍ତି ।

ଖରା ଦିନେ ସେମାନଙ୍କୁ ପାଣି ପାଇଁ ହନ୍ତସନ୍ତ ହେବାକୁ ପଡ଼େ । ସରପଞ୍ଚଙ୍କ ପାଖରେ ବାରମ୍ବାର ଅଭିଯୋଗ କଲେ ମଧ୍ୟ ପିଇବା ପାଣିର ବ୍ୟବସ୍ଥା ହୋଇପାରୁନାହିଁ । ସେପଟେ ସରପଞ୍ଚ ଖୁବଶୀଘ୍ର ଏହାର ସମାଧାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼