Masthead

ଲଗାଣ ବର୍ଷାରେ ମାଲକାନଗିରି ସ୍ଥିତି ସଙ୍ଗୀନ, ପୋଲ ଉପରେ ପାଣି ପ୍ରବାହିତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲଗାଣ ବର୍ଷାରେ ବେହାଲ ମାଲକାନଗିରି । ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ହୋଇଥିବା ବେଳେ ୩୨୬ନଂ ଜାତୀୟ ରାଜପଥର ପାଙ୍ଗାମ ପୋଲର ଦୁଇଫୁଟ ଉପରେ ପ୍ରବାହିତ ହେଉଛି ବର୍ଷା ଜଳ । ମାଲକାନଗିରି ସହ ମାଥିଲିକୁ ଯୋଗାଯୋଗ ବିଛିନ୍ନ ହୋଇଛି । ସୁରକ୍ଷା ଦୃଷ୍ଟିରୁ ଯାତାୟତ କୁ ବନ୍ଦ କରିଛି ପୋଲିସ । ଉଭୟ ପାର୍ଶ୍ବରେ ଅଟକିଛି ଶତାଧିକ ଗାଡି ।

ସେହପରି ମାଲକାନଗିରି ଜିଲ୍ଲା ପୋଟେରୁରେ ବନ୍ୟା । ପୋଟେରୂ ନଦିର ବନ୍ୟା ଜଳ ଗାଁ ଭିତରେ ପ୍ରବେଶ କରିଛି । ଲୋକଙ୍କ ଘର ଦ୍ୱାର ଦୋକାନ ବଜାର ବନ୍ୟା ପାଣିର ବୁଡି ରହିଛି । ବର୍ଷା ଜାରି ରହିଥିବା ବେଳେ ସ୍ଥିତି ଆହୁରି ସାଙ୍ଘାତିକ ହେବାରେ ଆଶଙ୍କା ରହିଛି । ଲୋକେ ଘର ଦ୍ବାର ଛାଡି ପୋଟେରୂ ଥାନାର ଦୁଇ ମହଲା ଉପରେ ଆଶ୍ରୟ ନେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ