Masthead

ରାଜଧାନୀରେ ପ୍ରବଳ ବର୍ଷା; ବିଭିନ୍ନ ସ୍ଥାନରେ ଦେଖାଦେଇଛି ଜଳବନ୍ଦୀ ସ୍ଥିତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବର୍ଷାରେ ବେହାଲ ଭୁବନେଶ୍ୱର-କଟକ । ରାଜଧାନୀରେ ପ୍ରବଳ ବର୍ଷା ଲାଗି ରହିଥିବା ବେଳେ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସ୍ଥିତି ଦେଖାଦେଇଛି । ରାସ୍ତା ଉପରେ ଚାଲୁଛି ପାଣି । ସହର ସାରା ଜଳବନ୍ଦୀ ସ୍ଥିତି ଲାଗି ରହିଥିବା ବେଳେ ଜନଜୀବନ ବାଧାପ୍ରାପ୍ତ ହୋଇଛି । ଲୋକେ ଅଫିସ କାମ ହେଉ କିମ୍ବା ଦୈନ୍ୟନ୍ଦିନ କାମକୁ ଯିବା ପାଇଁ ବହୁ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି ।ଲଗାଣ ବର୍ଷା ଯୋଗୁଁ ଇସ୍କନ ମନ୍ଦିର ସାମ୍ନାରେ ମଧ୍ୟ ପାଣି ଜମିଥିଲା ।

ସେହିପରି କଟକ ସହରର ବିଭିନ୍ନ ସ୍ଥାନରେ ବର୍ଷା ଯୋଗୁଁ ନାଳ ଫୁଲ୍ ହୋଇ ରାସ୍ତାରେ ପାଣି ଚାଲିଛି । ପ୍ରଥମେ କଟକ ସହର ଜଳମୟ ହେଉଥିଲା, ମାତ୍ର ଆଜି ଜଳମୟ ସହିତ ଜାଇକାର କାର୍ୟ୍ୟ ପାଇଁ କାଦୁଅ ମୟ ଓ ପଙ୍କ ଉଦ୍ଧାର ପରେ ସଫା ନହେବା ଯୋଗୁଁ ପଙ୍କମୟ ହେଉଛି । ସିଏମସିର ଅପାରଗତା ଓ ଜନପ୍ରତିନିଧି ମାନଙ୍କ ଅବହେଳା ଯୋଗୁଁ ସାଧାରଣ ଜନତା ନାହିଁ ନଥିବା ସୁବିଧାର ସମ୍ମୁଖିନ ହେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ