ରାଜଧାନୀରେ ପ୍ରବଳ ବର୍ଷା; ବିଭିନ୍ନ ସ୍ଥାନରେ ଦେଖାଦେଇଛି ଜଳବନ୍ଦୀ ସ୍ଥିତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବର୍ଷାରେ ବେହାଲ ଭୁବନେଶ୍ୱର-କଟକ । ରାଜଧାନୀରେ ପ୍ରବଳ ବର୍ଷା ଲାଗି ରହିଥିବା ବେଳେ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସ୍ଥିତି ଦେଖାଦେଇଛି । ରାସ୍ତା ଉପରେ ଚାଲୁଛି ପାଣି । ସହର ସାରା ଜଳବନ୍ଦୀ ସ୍ଥିତି ଲାଗି ରହିଥିବା ବେଳେ ଜନଜୀବନ ବାଧାପ୍ରାପ୍ତ ହୋଇଛି । ଲୋକେ ଅଫିସ କାମ ହେଉ କିମ୍ବା ଦୈନ୍ୟନ୍ଦିନ କାମକୁ ଯିବା ପାଇଁ ବହୁ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି ।ଲଗାଣ ବର୍ଷା ଯୋଗୁଁ ଇସ୍କନ ମନ୍ଦିର ସାମ୍ନାରେ ମଧ୍ୟ ପାଣି ଜମିଥିଲା ।

ସେହିପରି କଟକ ସହରର ବିଭିନ୍ନ ସ୍ଥାନରେ ବର୍ଷା ଯୋଗୁଁ ନାଳ ଫୁଲ୍ ହୋଇ ରାସ୍ତାରେ ପାଣି ଚାଲିଛି । ପ୍ରଥମେ କଟକ ସହର ଜଳମୟ ହେଉଥିଲା, ମାତ୍ର ଆଜି ଜଳମୟ ସହିତ ଜାଇକାର କାର୍ୟ୍ୟ ପାଇଁ କାଦୁଅ ମୟ ଓ ପଙ୍କ ଉଦ୍ଧାର ପରେ ସଫା ନହେବା ଯୋଗୁଁ ପଙ୍କମୟ ହେଉଛି । ସିଏମସିର ଅପାରଗତା ଓ ଜନପ୍ରତିନିଧି ମାନଙ୍କ ଅବହେଳା ଯୋଗୁଁ ସାଧାରଣ ଜନତା ନାହିଁ ନଥିବା ସୁବିଧାର ସମ୍ମୁଖିନ ହେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’