Masthead

‘ଆମ ଲଢେଇ ସରକାର କି ବିରୋଧୀଙ୍କ ସହ ନୁହେଁ’

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ): ମିଡନାଇଟରେ ଜନ୍ତରମନ୍ତରରେ ହାଇଡ୍ରାମା ପରେ ରେସଲରଙ୍କ ପ୍ରେସ କନଫରେନ୍ସ । ଦିଲ୍ଲୀ ମହିଳା କମିଶନର ଅଧ୍ୟକ୍ଷ ସ୍ୱାତି ମାଲିୱାଲଙ୍କ ଉପସ୍ଥିତିରେ କରିଛନ୍ତି ପ୍ରେସ କନଫରରେନ୍ସ । ଖେଳାଳିମାନେ କହିଛନ୍ତି ଆମର ଲଢେଇ ସରକାର କି ବିରୋଧୀଙ୍କ ସହ ନୁହେଁ। ଆମ ଲଢେଇ ବ୍ରିଜ ଭୂଷଣ ଶରଣ ସିଂଙ୍କ ସହ। ବଜରଙ୍ଗ ପୁନିଆ କହିଛନ୍ତି, ଯଦି ଖେଳାଳିଙ୍କ ଶୁଣାଣି ହୋଇପାରିବ ନାହିଁ, ସେମାନଙ୍କୁ ନ୍ୟାୟ ମିଳିବ ନାହିଁ ତେବେ ତାଙ୍କ ମେଡାଲ ଓ ପୁରସ୍କାର ଗୁଡିକୁ ସରକାର ଫେରାଇ ନିଅନ୍ତୁ। ପୁନିଆ କହିଛନ୍ତି ଆମେ ଆମ ମେଡାଲ ସରକାରଙ୍କୁ ଫେରାଇ ଦେବୁ, ଏମିତି ମେଡାଲ ରଖି ଆମେ କରିବୁ କ’ଣ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ