Masthead

ଆମେ ତୁର୍କୀ ସହ ଅଛୁ: ମୋଦି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ତୁର୍କୀ ଓ ସିରିଆରେ ଆସିଥିବା ଭୟଙ୍କର ଭୂକମ୍ପକୁ ନେଇ ଏବେ ସାରା ବିଶ୍ୱ ଚିନ୍ତିତ । ତୁର୍କୀରେ ଏବେ ଶେଷ ହୋଇଆସୁଥିବା ନିଶ୍ୱାସ ପାଇଁ ପ୍ରତିଟି ମୁହୂର୍ତ୍ତ ଗୁରୁତ୍ୱପୂର୍ଣ୍ଣ ହୋଇପଡିଛି । ଏଠାରେ ପ୍ରତି ମୁହୂର୍ତ୍ତରେ ଚାଲିଛି ଜୀବନ ମୃତ୍ୟୁର ସଂଘର୍ଷ । ଏହି ସମୟରେ ତୁର୍କୀକୁ ସହାୟତାର ହାତ ବଢାଇଛି ଭାରତ । ତୁର୍କୀର ଏଭଳି ସ୍ଥିତିକୁ ନେଇ ‘ଅପରେସନ ଦୋସ୍ତ’ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଆମେ ପ୍ରତି ମୁହୂର୍ତ୍ତରେ ତୁମ ସହ ଅଛୁ । ଆମ ଟିମ ‘ଅପରେଶନ ଦୋସ୍ତ’ ଜରିଆରେ ଏକ ଅଂଶ ଭାବେ ଦିନ ରାତି କାମ କରୁଛନ୍ତି । ଧନଜୀବନ ବଞ୍ଚାଇବାକୁ ସେମାନେ ସେମାନଙ୍କ ପ୍ରୟାସ ଜାରି ରଖିଛନ୍ତି । ଏହି ସଙ୍କଟ ସମୟରେ ଭାରତ ମଜଭୁତ ଭାବେ ତୁର୍କୀର ଜନତାଙ୍କ ସହ ଠିଆ ହୋଇଛି । ତୁର୍କୀରେ ଭାରତର ‘ଅପରେସନ ଦୋସ୍ତ’ ଯତ୍ନ, କରୁଣା ଓ ମାନବିକତାର ଏକ ଉଦାହରଣ ସୃଷ୍ଟି କରିଛି । କଷ୍ଟ ସମୟରେ ସେଠାରେ ସାହାଯ୍ୟ ମିଳିବା ଯୋଗୁ ଜୀବନ ହସୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ