Masthead

‘ମୋଦି କାର୍ଡ ବ୍ୟବହାର କଲେ ଆମେ ବାଜି ମାରିବୁ’

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ମୋଦିଙ୍କୁ ସଞ୍ଜୟ ରାଉତଙ୍କ ଟାର୍ଗେଟ । କହିଲେ ମୋଦି କାର୍ଡ ବ୍ୟବହାର କଲେ ଆମେ ବାଜି ମାରିବୁ । ମୁମ୍ବାଇ ସହର ପାଇଁ ମୋଦି ସେଭଳି କିଛି କରିନାହାନ୍ତି। ଆଗାମୀ ମହାନଗର ନିର୍ବାଚନରେ ଭାଜପା -ଶିନ୍ଦେ ଗ୍ରୁପ୍‌ ଯଦି ମୋଦି କାର୍ଡ ବ୍ୟବହାର କରନ୍ତି ତେବେ ଏହା ସେମାନଙ୍କ ପାଇଁ ବୁମେରାଂ ହେବ। ଆଉ ଏଥିରେ ଶିବସେନା ନିଶ୍ଚିତ ବାଜି ମାରିବ ବୋଲି ସଞ୍ଜୟ ଦୃଢୋକ୍ତି ପ୍ରକାଶ କରିଛନ୍ତି। କେବଳ କଥାରେ ମୁମ୍ବାଇବାସୀ ଭାସିବାକୁ ଭଲପାଆନ୍ତି ନାହିଁ। କାମକୁ ସେମାନେ ବିଶ୍ୱାସ କରନ୍ତି। ଦୀର୍ଘ ଦିନ ହେଲା ସେମାନେ ଆମ ସହିତ ଅଛନ୍ତି ବୋଲି ସଞ୍ଜୟ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ