Masthead

‘ଏକା ଲଢି ସରକାର କରିପାରିବୁ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମେଣ୍ଟ ଚାହୁଁନାହାନ୍ତି ମନମୋହନ ସାମଲ । କେନ୍ଦ୍ର ନେତାଙ୍କ ଆଗରେ ଏକା ଲଢ଼ିବାକୁ ଯୁକ୍ତି । ଏକା ଲଢି ସରକାର କରିପାରିବେ ବୋଲି କହିଥିବା ଚର୍ଚ୍ଚା । ବିଜେପି ନେତା ପୃଥ୍ୱୀରାଜଙ୍କ ପ୍ରତିକ୍ରିୟାରୁ ମିଳିଲା ସଂକେତ । ପୃଥ୍ୱୀରାଜ କହିଛନ୍ତି ବିଜେପି ଏକା ଲଢ଼ିବା ସମ୍ଭାବନା । ସେ ନେଇ କୌଣସି ନିଷ୍ପତ୍ତି ହୋଇନାହିଁ ବୋଲି କହିଲେ ପୃଥ୍ୱୀରାଜ । ସଭାପତି କେନ୍ଦ୍ରୀୟ ନେତୃତ୍ୱ ଆଗରେ ସ୍ପଷ୍ଟ ମତାମତ ରଖିଛନ୍ତି ।

ଆମେ ଏକାକୀ ଲଢ଼ିଲେ ଭଲ କରିବୁ ବୋଲି ରାଜ୍ୟ ସଭାପତି କହିଛନ୍ତି । ସଭାପତି ଯାହା ଜଣାଇଛନ୍ତି, ଭାରତୀୟ ଜନତା ପାର୍ଟି ସେଥିରେ ବିଶ୍ବାସ କରେ । ଯାହା କେନ୍ଦ୍ରୀୟ ନିଷ୍ପତ୍ତି ଆସିବ, ସେ ଅନୁସାରେ ଆମେ ଚାଲିବୁ । ଯେତେଦୂର ସମ୍ଭବ, ବିଜେପି ଏକା ଲଢ଼ିବାର ବହୁ ସମ୍ଭାବନା ଅଛି ।

ସେପଟେ ଦିଲ୍ଲୀରୁ ଫେରିଲେ ପାଣ୍ଡିଆନ ଓ ପ୍ରଣବ ପ୍ରକାଶ । ଦିଲ୍ଲୀରୁ ଫେରି ଗଲେ ସିଧା ଶଙ୍ଖ ଭବନ । ଶଙ୍ଖ ଭବନରେ କିଛି ନେତାଙ୍କ ସହ ଆଲୋଚନା । ଶଙ୍ଖ ଭବନରୁ ଏବେ ଗଲେ ନବୀନ ନିବାସ । ନବୀନ ନିବାସରେ ଚାଲିଛି ଏବେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ