Masthead

ଆମକୁ ବାବରି ମସଜିଦ ନୁହେଁ, ରାମ ଜନ୍ମଭୂମି ଦରକାର : ହିମନ୍ତ ବିଶ୍ୱଶର୍ମା

କର୍ଣ୍ଣାଟକ(ବଡ଼ ଖବର ବ୍ୟୁରୋ): କର୍ଣ୍ଣାଟକ କନକଗିରିରେ ଭାରତୀୟ ଜନତା ପାର୍ଟିକୁ ଶାସନ କ୍ଷମତା ଦେବାକୁ ଅପିଲ କରି କହିଛନ୍ତି ବିଶ୍ୱଶର୍ମା । ସେ ରାହୁଲ ଗାନ୍ଧୀ ଦେଇଥିବା ବୟାନକୁ ନେଇ ମଧ୍ୟ ଖୁବ୍ ବର୍ଷିଛନ୍ତି । କହିଛନ୍ତି ଆମକୁ ଏବେ ବାବରି ମସଜିଦ ନୁହେଁ, ରାମ ଜନ୍ମଭୂମି ଦରକାର । ଆମକୁ ଭାଜପାକୁ ଶାସନ କ୍ଷମତାକୁ ଆଣିବା ଦରକାର । ସେ ଆହୁରି ମଧ୍ୟ କହିଛନ୍ତି ଯେପର୍ୟ୍ୟନ୍ତ ମୋଦି ଅଛନ୍ତି, ରାହୁଲ ଗାନ୍ଧୀ କେବେବି ପ୍ରଧାନମନ୍ତ୍ରୀ ହୋଇପାରିବେ ନାହିଁ ।

ହିମନ୍ତ ବିଶ୍ୱ ଶର୍ମା ସୋମବାର କର୍ଣ୍ଣାଟକରେ ଭାଜପାର ବିଜୟ ସଂକଳ୍ପ ଯାତ୍ରା ସମୟରେ କନକଗିରିରେ ଏହା କହିଛନ୍ତି । ସେ ରାହୁଲ ଗାନ୍ଧୀଙ୍କ ଉପରେ ଅଭିଯୋଗ କରିଛନ୍ତି ଯେ ରାହୁଲ ଲଣ୍ଡନରେ ଭାରତକୁ ବଦନାମ କରିବାକୁ ଚେଷ୍ଟା କରିଛନ୍ତି । ହେଲେ ମୁଁ ତାଙ୍କୁ କହୁଛି ଯେପର୍ୟ୍ୟନ୍ତ ମୋଦି ଅଛନ୍ତି, ଆପଣ କେବେ ପ୍ରଧାନମନ୍ତ୍ରୀ ହୋଇପାରିବେ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି