Masthead

ମୋଦି-ନବୀନଙ୍କ ପାର୍ଟନରସିପ୍ ଭାଙ୍ଗି ଫିଙ୍ଗି ଦେବାକୁ ଚାହୁଁଛୁ: ରାହୁଲ ଗାନ୍ଧୀ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ସିମୁଳିଆ ଜନସଭାରେ ରାହୁଲ ଗାନ୍ଧୀଙ୍କ ସମ୍ବୋଧନ  । କହିଛନ୍ତି ବିଜେପି ସମ୍ବିଧାନକୁ ଶେଷ କରିବାକୁ କରିବାକୁ ଚାହୁଁଛି । ଦୁନିଆର ଏଭଳି କୌଣସି ଶକ୍ତି ନାହିଁ ସମ୍ବିଧାନକୁ ସମାପ୍ତ କରିଦେବ । ଯେତେ ବି ଶକ୍ତି ଲଗାନ୍ତୁ ସମ୍ବିଧାନକୁ ସମାପ୍ତ କରିପାରିବେ ନାହିଁ ।

ବିଜେପି-ବିଜେଡି ମିଶିକି ଅଛନ୍ତି, ଚିନ୍ତାଧାରା ଗୋଟିଏ । ମୁଁ ବିଜେପି ବିରୋଧରେ ଲଢୁଥିବାରୁ ମୋ ନାଁରେ ୨୪ଟି ମାମଲା ହୋଇଛି । ଯଦି ନବୀନ ବିଜେପି ବିରୋଧରେ ଲଢୁଛନ୍ତି ତାଙ୍କ ନାଁରେ ମାମଲା କାହିଁକି ହେଉନି । ମୋଦି-ନବୀନଙ୍କ ପାର୍ଟନରସିପ୍ ଭାଙ୍ଗି ଫିଙ୍ଗି ଦେବାକୁ ଚାହୁଁଛୁ ।

ଓଡ଼ିଶାରେ ପାଣ୍ଡିଆନ ସରକାର ଚଳାଉଛନ୍ତି । ଜୁନ୍ ୪ରେ ଆମ ସରକାର ହେବ, ମହାଲକ୍ଷ୍ମୀ ଯୋଜନା ଚାଲୁ କରିବୁ । ଜୁଲାଇ ୫ରେ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୮୫୦୦ ଟଙ୍କା ଆସିବ । କ୍ଷମତାକୁ ଆସିଲେ ଆମେ ଚାଷୀଙ୍କ ଋଣ ଛାଡ଼ କରିବୁ । ଅଗ୍ନିବୀର ଯୋଜନାକୁ ଅଳିଆ ଗଦାରେ ଫିଙ୍ଗିଦେବୁ । ଅଗ୍ନିବୀର ଯୋଜନା ରଦ୍ଦ କରିବୁ,ରାଜ୍ୟରେ ୩୦ ଲକ୍ଷ ନିଯୁକ୍ତି ଦେବୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ