Masthead

‘ମୁଖ୍ୟମନ୍ତ୍ରୀଙ୍କୁ ଦେଖା କରି ପ୍ରସ୍ତାବ ଦେବୁ, ସେ ଯାହା ନିଷ୍ପତ୍ତି ନେବେ ଗ୍ରହଣ କରିବୁ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ସଂଯୁକ୍ତା ମହଲାଙ୍କ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଲେ ମହିଳା ବିଜେଡି ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ । କହିଛନ୍ତି ବିଜେପିର ମହିଳା ନେତ୍ରୀ ଅନେକ କଥା କହିଛନ୍ତି । ପଚାରନ୍ତୁ ସୁନ୍ଦରଗଡ଼ରେ ବିଜେପି ସାଂସଦ କିପରି ଜଣେ ମହିଳାଙ୍କୁ ଅପମାନ କରିଥିଲେ । ସମସ୍ତଙ୍କୁ ନିମନ୍ତ୍ରଣ ଦିଆଯାଇଥିଲା ମହିଳା କାର୍ଯ୍ୟକାରିଣୀ ପାଇଁ । ଯିଏ ଆସିନି, ତାହା ତାଙ୍କ ବ୍ୟକ୍ତିଗତ ନିଷ୍ପତ୍ତି । କାହାକୁ କୋଣଠେସା କରାଯାଇନି । ଦଳ ସମସ୍ତଙ୍କୁ ଦାୟିତ୍ୱ ଦେଇଛି । ସମସ୍ତେ ଦାୟିତ୍ୱ ବହନ କରିବା କଥା । କାର୍ଯ୍ୟକାରିଣୀ ପରେ ମୁଖ୍ୟମନ୍ତ୍ରୀଙ୍କୁ ଦେଖା କରି ପ୍ରସ୍ତାବ ଦେବୁ । ସେ ଯାହା ନିଷ୍ପତ୍ତି ନେବେ, ଗ୍ରହଣ କରିବୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି