Masthead

‘ଜୁନ୍‌ ୪ରେ ଇଣ୍ଡି ମେଣ୍ଟ ସରକାର ଗଠନ ହେବ’

ବଲାଙ୍ଗୀର (ବଡ଼ ଖବର ବ୍ୟୁରୋ): ବଲାଙ୍ଗିର ସଭାରେ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ବକ୍ତବ୍ୟ । ବିଜେପି ସରକାରକୁ କଲେ ଟାର୍ଗେଟ । କହିଛନ୍ତି ପ୍ରଥମ ଥର ପାଇଁ କୌଣସି ଦଳ କହିଛି ଜିତିଲେ ସମ୍ବିଧାନ ବଦଳାଇବ । ଦୁନିଆର କୌଣସି ଶକ୍ତି ସମ୍ବିଧାନକୁ ଛୁଇଁ ପାରିବନି କହିଛନ୍ତି ରାହୁଲ ।

ଆମେ ଜିତିଲେ ସଂରକ୍ଷଣ ବ୍ୟବସ୍ଥା ଉଚ୍ଛେଦ କରିବୁ ବୋଲି ବି କହିଛନ୍ତି । ୨୨ ଶିଳ୍ପପତିଙ୍କୁ ୧୬ ଲକ୍ଷ କୋଟି ଋଣ ଛାଡ଼ କରିଦେଇଛନ୍ତି । ଦିଲ୍ଲୀରେ ସରକାରକୁ ୯୦ ଅଫିସର ଚଳାଉଛନ୍ତି, ସେଥିରୁ ୩ ଦଳିତ । ଆମେ ସରକାରକୁ ଆସିଲେ କୋଟିଏ ଲକ୍ଷପତି ସୃଷ୍ଟି କରିବୁ । ଜୁନ୍‌ ୪ରେ ଇଣ୍ଡି ମେଣ୍ଟ ସରକାର ଗଠନ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ