Masthead

ଇଭିଏମ ଉପରେ ବିଶ୍ୱାସ ନଥିଲା, ଆଜି ବି ନାହିଁ: ଅଖିଳେଶ ଯାଦବ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମଙ୍ଗଳବାର ଲୋକ ସଭାରେ ନରେନ୍ଦ୍ର ମୋଦି ସରକାର ଉପରେ ଖୁବ ବର୍ଷିଛନ୍ତି ସମାଜବାଦୀ ପାର୍ଟିର ମୁଖ୍ୟ ଅଖିଳେଶ ଯାଦବ । ସେ ଇଭିଏମ ବିଷୟରେ ଉଠାଇଛନ୍ତି । କହିଛନ୍ତି ଯେ ଇଲେକ୍ଟ୍ରୋନିକ ଭୋଟିଂ ମେଶିନ ବା ଇଭିଏମ ସଂପୂର୍ଣ୍ଣ ନ ହଟିବା ପର୍ଯ୍ୟନ୍ତ ତାଙ୍କର ସଂଗ୍ରାମ ଜାରି ରହିବ । ଯଦି ସେ କ୍ଷମତାକୁ ଆସନ୍ତି ତେବେ ସେ ଇଭିଏମ ହଟାଇ ଦେବେ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ଉପରେ ଲୋକ ସଭାରେ ଆଲୋଚନା ବେଳେ ଅଖିଳେଶ ଯାଦବ ମଙ୍ଗଳବାର ଏହା କହିଛନ୍ତି। ଏହି ସମୟରେ ସେ କହିଛନ୍ତି, ‘ଗତକାଲି ମଧ୍ୟ ଇଭିଏମ ଉପରେ କୌଣସି ବିଶ୍ୱାସ ନଥିଲା ଏବଂ ଆଜି ବି ବିଶ୍ୱାସ ନାହିଁ। ଯଦିଓ ମୁଁ ୮୦ ଟି ସିଟ ମଧ୍ୟରୁ ୮୦ଟି ଜିତିବି, ଇଭିଏମ ଉପରେ କୌଣସି ବିଶ୍ୱାସ ନାହିଁ । ଇଭିଏମ ପ୍ରସଙ୍ଗ ମରିନାହିଁ । ଯେତେବେଳେ ଆମେ ଆସିବୁ, ଆମେ ଇଭିଏମ ଉଠାଇ ଦେବୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର